Tag ପୂର୍ଣ୍ଣଚନ୍ଦ୍ର ଭାଷାକୋଷ

ଗୋପାଳଚନ୍ଦ୍ର ପ୍ରହରାଜ

ଲେଖା: ଦେଵ ତ୍ରିପାଠୀ “ପାଇଲି ଅସଲ ଚିଜ ହେଉ ତାହା ଛଡ଼ା, ନିରୋଳ ଓଡ଼ିଆ କଥା ଥିଲା ମୋର ଲୋଡା, ପଢିଲି ସାହିତ୍ୟ ବସି ପହରେକ ଆଜ, ଠିକ୍ ଠିକ୍ ଗାଇ ଯାଇଛନ୍ତି ପ୍ରହରାଜ . . “ ଯାହାଙ୍କ ପ୍ରଶଂସାରେ ବ୍ୟାସକବି ଫକୀରମୋହନ ଏପରି ଶତମୁଖ ହୋଇପଡ଼ିଥିଲେ, ସେଇ ମହାନ ସ୍ରଷ୍ଟା କିନ୍ତୁ ଆମ…

ସାମଞ୍ଜସ୍ୟ

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ଓଡ଼ିଆ ଭାଷାରେ ମାନକ ଵା ସଂସ୍କୃତ ଶବ୍ଦ ଯେତିକି ମହତ୍ତ୍ୱପୂର୍ଣ୍ଣ ସେତିକି ଆଵଶ୍ୟକତା ଦେଶଜ ଶବ୍ଦର ମଧ୍ୟ ରହିଛି । ଗୋଟିଏ ଭାଷାରେ କୌଣସି ମାନକ ଶବ୍ଦର ଅନେକ ଦେଶଜ ପ୍ରତିରୂପ ଥାଇପାରେ । ଏମିତିରେ କେଵଳ ମାନକ ଶବ୍ଦଟିକୁ ଠିକ୍ କହି ଵାକି ଆଞ୍ଚଳିକ ଶବ୍ଦ…

ରାଜର୍ଷି ବିକ୍ରମଦେବ ବର୍ମା

~ ସାହିତ୍ୟସମ୍ରାଟ ରାଜର୍ଷି ବିକ୍ରମଦେବ ବର୍ମା ~ ଲେଖା: ଅମୃତେଶ ଖଟୁଆ “ଏହିଭଳି ଜଣେ ଯଦି ଥାଆନ୍ତା ଉତ୍ତରେ ନିଶରେ ହାତ ପକାଇ ବୁଲୁଥା’ନ୍ତି ମୁହିଁ, ଧନ୍ୟ ହେ ବିକ୍ରମ ଦେବ ପଣ୍ଡିତ ରଜନ ମହାରାଜ ଜୟପୁର ଉତ୍କଳ ଭୂଷଣ, ତୁମ୍ଭର କବିତ୍ଵ ରାଧାମାଧବ ନାଟକ, ପଢ଼ି ଜ୍ଞାନ କରେ ମୋର ଜୀବନ ସାର୍ଥକ।” (ଉତ୍କଳ…

ପ୍ରଥମ ଭାଷାତତ୍ତ୍ୱ

ଲେଖା: ଦେଵ ତ୍ରିପାଠୀ ଆମେ ସାଧାରଣତଃ ଗୋପାଳଚନ୍ଦ୍ର ପ୍ରହରାଜଙ୍କ ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷକୁ ଓଡ଼ିଆ ଭାଷାର ସର୍ବପ୍ରଥମ ସମ୍ପୂର୍ଣ୍ଣ ଭାଷାକୋଷ ଭାବରେ ଜାଣୁ । କିନ୍ତୁ, ବାସ୍ତବରେ ପୂର୍ଣ୍ଣଚନ୍ଦ୍ର ଭାଷାକୋଷ ପ୍ରକାଶ ହେବାର ପ୍ରାୟ ୧୫ ବର୍ଷ ପୂର୍ବରୁ ହିଁ ପ୍ରକାଶ ପାଇଥିଲା ଶବ୍ଦ ତତ୍ତ୍ଵବୋଧ ଭାଷାକୋଷ । ଅଧ୍ୟାପକ ପଣ୍ଡିତ ଗୋପୀନାଥ ନନ୍ଦଶର୍ମାଙ୍କ ଦୀର୍ଘ…