Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
ଲେଖା: ସନ୍ତୋଷ ପଟ୍ଟନାୟକ ଗଞ୍ଜାମରେ ଅଷ୍ଟାଦଶ ଶତାଦ୍ଦୀର ପଞ୍ଚମ ଦଶକରୁ ବିଂଶ ଶତାବ୍ଦୀର ମଧ୍ୟଭାଗ ଯାଏଁ ଲୋକନାଟକର ପଦଚିହ୍ନ ଥିଲା । ଏହି ସମୟକୁ ଗଞ୍ଜାମ ଲୋକନାଟକର ସୁବର୍ଣ୍ଣ ଯୁଗ ବୋଲି କୁହାଯାଇପାରେ । ସବୁ ଗାଁରେ ମଠମନ୍ଦିର ଥିଲା । ପୂଜାପାର୍ବଣ ଅନୁଷ୍ଠିତ ହେଉଥିଲା । ଧର୍ମୀୟ ଉତ୍ସବରେ ଲୋକନାଟ୍ୟ ପରିବେଷିତ ହେଉଥିଲା…
ଲେଖା: ଦେଵ ତ୍ରିପାଠୀ “ଛି ଛି ମଦ ପିଇବି ନାହିଁ ଲୋ କଳାପାଣି ପରି ଦିଶେ, ସେଇ କଳାପାଣି ପେଟରେ ପଡ଼ିଲେ ଚଉଦ ଭୂବନ ଦିଶେ” ଏପରି ସୁଲଳିତ ଓ ବୋଧଗମ୍ୟ ପଦାବଳୀକୁ ନାଟକୀୟ ଅଭିନୟ ମାଧ୍ୟମରେ ସମାଜରେ ନିଶାନିବାରଣ ତଥା ଛୁଆଁଅଛୁଆଁ ଭଳି ସାମାଜିକ କୁସଂସ୍କାର, ଇଂରେଜ ଶାସନର ଅତ୍ୟାଚାର, ମାଦକ ବର୍ଜନ, ଓଡ଼ିଆଙ୍କ…
ଲେଖା: ଦେବୀ ପ୍ରସାଦ ଦାସ ଆସ ବୁଲିଯିବା ଦାସିଆ ବାଉରୀ ପୀଠ । ଦାସିଆ ବାଉରୀ ଶ୍ରୀ ଜଗନ୍ନାଥଙ୍କ ଜଣେ ପରମ ଭକ୍ତ । କେତେକ ଐତିହାସିକ ଓ ପୌରାଣିକ ତଥ୍ୟରୁ ଯାହା ଜଣାଯାଏ, ୧୫୦୦ ଶତାବ୍ଦୀ ବେଳକୁ ପୁରୀ ଜିଲ୍ଲାର ପିପିଲି ଅଞ୍ଚଳସ୍ଥ ବାଲିଗାଁରେ ଗୋଟିଏ ଗରୀବ ତନ୍ତୀ ପରିବାରରେ ଦାସିଆ ବାଉରୀ ଜନ୍ମ ଗ୍ରହଣ…
ଉପସ୍ଥାପନା: ଦେଵ ତ୍ରିପାଠୀ ସୁଧାଭକ୍ତିର ଉଦ୍ଗାତା ପଣ୍ଡିତ ଜଗନ୍ନାଥ ଦାସ । କାର୍ତ୍ତିକ ମାସରେ ଶ୍ରୀମନ୍ଦିର ବେଢାରେ କଳ୍ପବଟ ମୂଳରେ ଜଣେ ଶାସ୍ତ୍ରଜ୍ଞ ପଣ୍ଡିତ ସଂସ୍କୃତ ଭାଷାରେ ରଚିତ ଭାଗବତର ପାରାୟଣ କରୁଥିଲେ ଓ ତା’ର ଅର୍ଥ ସରଳ ସଂସ୍କୃତ ଭାଷାରେ ବ୍ୟାଖ୍ୟା କରୁଥିଲେ । ଫଳରେ ଅପେକ୍ଷାକୃତ ଶାସ୍ତ୍ରଜ୍ଞାନ ଅଧିକାରୀ ମୁଷ୍ଟିମେୟ ସମବେତ ଜନତା…