Physical Address
Sai Samarpanam, Satya Vihar, Bhubaneswar
Physical Address
Sai Samarpanam, Satya Vihar, Bhubaneswar
ସୃଷ୍ଟି: ଜ୍ଞାନେନ୍ଦ୍ର କୁମାର ପଣ୍ଡା ବ୍ୟାସକବି ଫକୀରମୋହନଙ୍କ ଉପରେ ଆମ ସମୟର ଯୁବକବି ଜ୍ଞାନେନ୍ଦ୍ରଙ୍କର ଏକ ଅନନ୍ୟ ପ୍ରତିବେଦନ ଏଇ କବିତା ‘ଜଣେ ଈଶ୍ବରଙ୍କ ଜନ୍ମ ହେବାର ବେଳ’ ! ~ ଜଣେ ଈଶ୍ବରଙ୍କ ଜନ୍ମ ହେବାର ବେଳ ~ କେହି ଯଦି ସତରେ ବଞ୍ଚିଛ ତେବେ ଥରେ ଆସ ଦେଖିବ ସ୍ପଷ୍ଟ ଦିବାଲୋକର ଆକାଶ…
ପତ୍ର ପାଇବା ଓ ଉତ୍ତର ଦେବାରେ ଦି' ପଇସା ଖର୍ଚ୍ଚ, କିନ୍ତୁ ସେଇ ଦି' ପଇସାର ମୂଲ୍ୟ ବୋଧହୁଏ ଗୋଦାବରୀଶଙ୍କ ପାଇଁ ଥିଲା ଦୁଇ ଲକ୍ଷ ଟଙ୍କାରୁ ଅଧିକ i କାରଣ ଫକୀରମୋହନକ ପରି ମହାସିନ୍ଧୁଙ୍କ ସଙ୍ଗେ ତାଙ୍କ ଜୀବନର କ୍ଷୁଦ୍ର ପାଣିଟୋପାଟିକୁ ନେଇ ମିଶାଇ ପାରିଥିଲା ସେଇ ପତ୍ର . .
ଲେଖା: ନିରଞ୍ଜନ ସାହୁ ୧୯୦୩ ମସିହାର ଡିସେମ୍ବର ମାସ ତିରିଶ ଓ ଏକତ୍ରିଶ ତାରିଖ । କଟକ ସହରର ଇଦଗାପଡ଼ିଆ ଲୋକାରଣ୍ୟ । କ୍ଷୁଦ୍ରତର ହୋଇ ଯାଇଥିବା ଓଡ଼ିଶା ଭୂଖଣ୍ଡର କୋଣ ଅନୁକୋଣରୁ ଆସିଥିବା ରାଜା, ଜମିଦାର, ପ୍ରତିନିଧି ମଣ୍ଡଳୀ, ସାହିତ୍ୟରଥୀ, ଜାତୀୟତାବାଦୀ ଓ ସାଧାରଣ ଲୋକେ ଗୋଟିଏ ସ୍ଥାନରେ ସମ୍ମିଳିତ । ସମସ୍ତ ଆୟୋଜନ…
ଲେଖା: ନିରଞ୍ଜନ ସାହୁ ଅନନ୍ୟ ପ୍ରତିଭାର ଅଧିକାରୀ ସେ ମଣିଷ। ଦୂର ପାହାଡ଼, ଜହ୍ନରାତିର ରୂପେଲି କିରଣ, ପୋଖରୀ ଭିତରେ ଚନ୍ଦ୍ରର ପ୍ରତିଛବି,ସବୁଜ ବନାନୀ, ଅଗଣିତ ତାରାଫୁଲ, ମଣିଷର ଅନ୍ତର୍ବେଦନା, ଦାର୍ଶନିକ ତତ୍ତ୍ଵ, ଅବିକଳ ପ୍ରତିଛବି, ପ୍ରାକୃତିକ ଶୋଭା, କଳ୍ପନାପଟରେ କେତେ କଥାର ଜୀବନ୍ତ ଚିତ୍ରର ଚିତ୍ରକର ଶିଳ୍ପୀ ବିମ୍ବାଧର ବର୍ମା, ଯାହାଙ୍କ ଚିତ୍ର ମଉନ ନୁହେଁ ବରଂ…
ଲେଖା: ଦେଵ ତ୍ରିପାଠୀ ୧୯୩୬ ମସିହା, ଏପ୍ରିଲ ୨୮, ମଙ୍ଗଳବାର, ଲକ୍ଷ୍ମୀ ଟକିଜ୍, ପୁରୀ । ସେଦିନ ଥିଲା ଜାତୀୟଗୌରବ କୁଳବୃଦ୍ଧ ମଧୁସୂଦନଙ୍କ ପବିତ୍ର ଜନ୍ମତିଥି । ସ୍ବତନ୍ତ୍ର ଉତ୍କଳପ୍ରଦେଶ ଗଠନର ସୁଖଦ ଅନୁଭଵ ଆଣିଦେଇଛି ଓଡିଆଙ୍କୁ । ସେଭଳି ଖୁସିକୁ ଦ୍ଵିଗୁଣିତ କରିବା ପାଇଁ ଏଇ ଦିନରେ ଓଡ଼ିଆଙ୍କୁ ମିଳିଛି ଏକ ସ୍ବତନ୍ତ୍ର ଉପହାର,…