ଓଡ଼ିଆ କାବ୍ୟରେ ମୋହ ମୁଦଗର ରଚୟିତା ଭକ୍ତଚରଣ ଦାସ (Bhakta Charan Das)
ସଂସାର ଅଳିକ । ସାରା ଜଗତ ମିଥ୍ୟା, ସମସ୍ତ ଜାଗତିକ ପଦାର୍ଥ ଅନିତ୍ୟ। ଜୀବନ ଯୌବନ କ୍ଷଣସ୍ଥାୟୀ । ଘୋର ଜଞ୍ଜାଳମୟ ଏ ଭବସାଗର। ଚଉରାଅଶୀ ଆଙ୍ଗୁଳ ଚର୍ମ ଘେରି ରହିଥିବା ଏ ଦେହ ଭିତରଟା ନାରଖାର। ଧନ ସମ୍ପତ୍ତି ମୂଲ୍ୟହୀନ, କିନ୍ତୁ ଘୋର ଆସକ୍ତି ମଣିଷର ଏଇଥିପାଇଁ । ଏହାହିଁ ଚିରନ୍ତନ ସତ୍ୟ ! ଏସବୁକୁ ଭଲ ଭାବରେ ହୃଦୟଙ୍ଗମ କରି ଜୀବନ ପ୍ରତି ଅନାସକ୍ତ ଭାବ ଉଦ୍ଦ୍ରେକ ହୋଇଥିଲା ଜଣେ ମହାନ୍ ଓଡ଼ିଆ କବିଙ୍କର . .