Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
ଲେଖା: ନିରଞ୍ଜନ ସାହୁ “ମୁଁ ସାତ ଆଠ ବର୍ଷର ହୋଇଥାଏ । ଧୋବଣୀ ଲୁଗା ନେଇ ଆସିଲା । ମୁଁ ତାକୁ ପଚାରିଲି — ତୁ କି ଜାତି ? ମୋର ଏତିକି କଥା ବାପା ଶୁଣିପାରିଲେ । ସଙ୍ଗେ ସଙ୍ଗେ ମୋ ପାଖକୁ ଚାଲି ଆସି କହିଲେ, “ଶାଶୁଖାଇ ! ଜାତିକଥା କାହାକୁ…
ଡାକ୍ତର ପ୍ରଳୟ ନାୟକ କଥା ଭୂଦାନ ଆନ୍ଦୋଳନ କାଳର । ସ୍ଥାନ ବଙ୍ଗ-ଓଡ଼ିଶା ସୀମାନ୍ତର ବାଈପାଟଣା ଅଞ୍ଚଳ । ସମାଜରେ ଭୂମିହୀନ ଓ ଜମିଦାରଙ୍କ ଭିତରର ଦୂରତ୍ୱ ମେଣ୍ଟେଇ ଗୋଟେ ସୁସ୍ଥ, ସମ-ସମାଜ ଗଠନର ସ୍ୱପ୍ନ ନେଇ ଆଗେଇ ଆସୁଛନ୍ତି କିଛି ଲୋକ । ପୁରୁଷଙ୍କ ପିନ୍ଧାରେ ଆଣ୍ଠୁ ଲୁଚୁନଥିବା ହାତକଟା ସୁତାରେ ତିଆରି ଛୋଟ…
ବଡ଼ବାପା ଓଡ଼ିଆ ଜାତିର କୁଳବୃଦ୍ଧ, ବାପା ବ୍ରିଟିଶ ସରକାରଙ୍କ ଅଧୀନରେ ଡେପୁଟି କଲେକ୍ଟର, ଓଡ଼ିଆ ଭାଷାରେ ଗୋଟିଏ ଆଦ୍ୟ ଉପନ୍ୟାସ 'ଭୀମାଭୂୟାଁ' ର ଲେଖକ। ଅଜା ନନ୍ଦକିଶୋର ଦାସ ଓଡ଼ିଶାର ପ୍ରଥମ ସିଭିଲିଆନ୍। ମାମୁଁ ରାଜକିଶୋର ଦାସ ଡେପୁଟି କଲେକ୍ଟର, ମା ବସନ୍ତ କୁମାରୀ ଦେବୀ ସୁସାହିତ୍ୟିକା । ଶ୍ଵଶୁର ଗୋକୁଳାନନ୍ଦ ଚୌଧୁରୀ ପୁରୁଷ ପୁରୁଷର ନାଁ ଥିବା ଜମିଦାର, କଟକ ଜିଲ୍ଲା ବୋର୍ଡର ଚେୟାରମାନ୍ ତଥା ଜାତିସ୍ମର ମଧୁସୂଦନ ଦାସଙ୍କ ସହକର୍ମୀ । ଏହି ଅଲିଅଳ ଝିଅଟି ଓଡି଼ଶା ମାଟିରେ ଆତ୍ମତ୍ୟାଗ, ସେବା, ପରୋପକାର, ସଦ ବିଚାର, ସ୍ଵାଧୀନତା ସଂଗ୍ରାମ, ମହତ ମଣିଷର ଜୀବନ୍ତ ପ୍ରତିମୂର୍ତ୍ତି ଦେଶପୂଜ୍ୟା ରମାଦେବୀ ଚୌଧୁରୀ, ମା' ରମାଦେବୀ . .
ଉପସ୍ଥାପନା: ନିରଞ୍ଜନ ସାହୁ ଇଂରେଜ ସରକାରଙ୍କ ଅକଥନୀୟ ଅତ୍ୟାଚାର ଓ ନଛୋଡବନ୍ଧା ନୀତିକୁ ଦୃଷ୍ଟିରେ ରଖି ମହାତ୍ମାଗାନ୍ଧୀ ୧୯୪୨ ମସିହା ଅଗଷ୍ଟ ମାସ ୮ ତାରିଖରେ ‘କର ବା ମର’ ସ୍ଲୋଗାନ ଦେଇ ସ୍ଵାଧୀନତା ସଂଗ୍ରାମ ଚାଲୁ ରଖିବା ପାଇଁ ଆହ୍ୱାନ ଦେଇଥିଲେ। ସାରା ଦେଶରେ ଏ କଥା ବିଦ୍ୟୁତ ବେଗରେ ବ୍ଯାପିଗଲା ଓ ପ୍ରବଳ…