Tag ମା ଲକ୍ଷ୍ମୀ

ଓଡ଼ିଆପର୍ବ ମାଣବସା

ଲେଖା: ମିହିର ପଟ୍ଟନାୟକ ଓଡ଼ିଆ ଘରର ସବୁ ପର୍ବପର୍ବାଣୀ ଜଗନ୍ନାଥଙ୍କ ସହ ଯୋଡି ହୋଇରହିଛି। ଯାହା ଘରେ ଘରେ ପର୍ବ ହୋଇ ପାଳନ ହୁଏ ସେଇଟା ଟିକେ ନିଆରା ଢଙ୍ଗରେ ନୀତି ହୋଇ ମହାପ୍ରଭୁଙ୍କ ପାଖରେ ଲାଗି ହୁଏ। କିନ୍ତୁ ମାଣବସା ଗୋଟିଏ ଏମିତି ପର୍ବ ଯାହା ଶ୍ରୀମନ୍ଦିର ନୀତି ସହ କୌଣସି ସମ୍ପର୍କ ରଖେନାହିଁ।…

ସୁଦଶାବ୍ରତ 

ଲେଖା: ବିଶ୍ୱରଞ୍ଜନ ମହାପାତ୍ର ଶୁକ୍ଳପକ୍ଷ ଦଶମୀ ତିଥି ଗୁରୁବାରରେ ପଡ଼ିଲେ, ତାହା ସୁଦଶାବ୍ରତ ରୂପେ ପାଳିତ ହୁଏ । ଏଥିରେ ଲକ୍ଷ୍ମୀଙ୍କୁ ପୂଜା କରାଯାଏ । ସୁଦଶାର ଅର୍ଥ ଭଲ ସମୟ କିନ୍ତୁ ପଲ୍ଲୀମାନସରେ ସମ୍ଭବତଃ ସୁଦଶା ଶବ୍ଦ ସହିତ ଦଶ ସଂଖ୍ୟାଟି ସଂଯୋଜିତ ହୋଇ ଆସିଅଛି । ଫଳତଃ ଉପାସନାରେ ଦଶପାଖୁଡ଼ା ପଦ୍ମ, ଦଶବର୍ଣ୍ଣ…