Physical Address
Sai Samarpanam, Satya Vihar, Bhubaneswar

ବ୍ରାହ୍ମଣ ହୋଇ ଥିବା କାରଣରୁ ପାରମ୍ପରିକ ଯୁଦ୍ଧବିଦ୍ୟା ଶିକ୍ଷା ନ କରି ମଧ୍ୟ ଦେଶମାଟିର ସମ୍ମାନ ଓ ସ୍ବାଭିମାନ ପାଇଁ ସେ ଶାସ୍ତ୍ର ଛାଡି ହାତରେ ଧରିଥିଲେ ଶସ୍ତ୍ର । ପଣ୍ଡିତରୁ ବନିଯାଇଥିଲେ ଯୋଦ୍ଧା, ସଂଗଠକରୁ ସେ ହୋଇଥିଲେ ଅଗ୍ରଣୀ ସେନାନାୟକ . .

ଉପସ୍ଥାପନା: ନିରଞ୍ଜନ ସାହୁ ଓଡ଼ିଶାର ରଣପୁର । ତଦନାନ୍ତୀନ ରଣପୁର ରାଜ୍ୟ। ପ୍ରଜା ଆନ୍ଦୋଳନରେ ଭୀତତ୍ରସ୍ତ ରାଜା ଏବଂ ବ୍ରିଟିଶ ଶାସନ। ପ୍ରଜାମାନଙ୍କର ଅସନ୍ତୋଷ ଦିନୁଁ ଦିନ ଦାନା ବାନ୍ଧୁଥାଏ। ଦିବାକର ପରିଡ଼ା ଓ ରଘୁନାଥ ମହାନ୍ତିଙ୍କ ନିଷ୍ଠାପର ଉଦ୍ୟମ ଫଳରେ ପ୍ରଜାମଣ୍ଡଳ ଆନ୍ଦୋଳନ ଅଭୂତପୂର୍ବ ରୂପ ନେଉଥାଏ। ସେହି କଥା ଚିନ୍ତା କରି ରାଜା…

ଲେଖା: ଦେଵ ତ୍ରିପାଠୀ ୧୯୪୨ ସନ୍, ଅଗଷ୍ଟ ୮ । କୋରାପୁଟ ଜିଲ୍ଲା ମାଲ୍ୟବନ୍ତ ତାଲୁକର ମାତିଲି ଗ୍ରାମ । ସେଇ ଅଗଷ୍ଟ ଅତ୍ୟାଚାର କାଳରେ ଭୟାବହ ଘଟଣା ଥିଲା ମାତିଲି ଗୁଳିକାଣ୍ଡ । ସେ ଗ୍ରାମର ପ୍ରକୃତି କୋଳର ଅବହେଳିତ ଆଦିବାସୀମାନଙ୍କୁ ନେଇ ମୁକ୍ତିସଂଗ୍ରାମର ଅଗ୍ନିଶିଖା ଜାଳିଥିବା ତଥା ମହାତ୍ମାଗାନ୍ଧୀଙ୍କ ଉପଦେଶକୁ ଅକ୍ଷରେ ଅକ୍ଷରେ ପାଳନ…
ଲେଖା: ନିରଞ୍ଜନ ସାହୁ ଇଂରେଜ ବିରୋଧୀ ଆନ୍ଦୋଳନର ମୁକ୍ତିପାଗଳ ମୁକ୍ତିଯୋଦ୍ଧା ପଦ୍ମନାଭ ଛୋଟରାୟ ଥିଲେ ବକ୍ସି ଜଗବନ୍ଧୁଙ୍କ ସହଯୋଗୀ। ସେ ଥିଲେ ଜଣେ ଦଳବେହେରା, କେତେକ ଗଡ଼ର ଅଧିପତି, ନିର୍ଭିକତାର ପ୍ରତୀକ ଓ ପ୍ରବୀଣ ଯୁଦ୍ଧବିଶାରଦ। ଜଣେ ବିଶ୍ଵସ୍ତ ଓ ଅନ୍ତରଙ୍ଗ ସହଯୋଗୀ ଭାବରେ ବକ୍ସିଙ୍କର ଯୁଦ୍ଧ ସମୟରେ ସହାୟତା କରୁଥିଲେ। ଭୁବନେଶ୍ୱର ସହରର ଅଧୁନା…

ଇତିହାସର ବହୁ ଚର୍ଚ୍ଚିତ ମହାତ୍ମା ଅବା ମହାନାୟକ ମାନଙ୍କୁ ମନେପକାଇବା ବେଳେ ଅନ୍ତରାଳେ ରହିଯାଏ ଭାରତୀୟ ସ୍ବାଧୀନତା ସଂଗ୍ରାମର କେତେ କେତେ ଅକୁହା କାହାଣୀ, ଦୁର୍ଗମ ପାହାଡ଼ ଜଙ୍ଗଲ ଘେରା ଶ୍ଵାପଦସଙ୍କୁଳ ରାସ୍ତାରେ ରାଷ୍ଟ୍ରୀୟ ଜୀବନ ଆଡ଼କୁ ଏହି ଅଳ୍ପଜ୍ଞାତ ମୁକ୍ତିସଂଗ୍ରାମର ସେତୁ ଯୋଡିଥିବା ନାୟକମାନଙ୍କ କାହାଣୀ ଓ ଗାଥା । ଆମେ ଭୁଲିଯାଉ ସେହି ବୀରପୁରୁଷଙ୍କ ଆତ୍ମୋତ୍ସର୍ଗ ଓ ଆହୂତିର ଅଭୁଲା ଆଲେଖ୍ୟ !