Physical Address
Sai Samarpanam, Satya Vihar, Bhubaneswar

ଲେଖା: ଦେଵ ତ୍ରିପାଠୀ ଉନ୍ନବିଂଶ ଶତକର ଶେଷାର୍ଦ୍ଧରେ ଭାରତୀୟ ପୁନର୍ଜାଗରଣର ପରିଣାମ ସ୍ବରୂପ ଦେଶବ୍ୟାପୀ ଯେଉଁ ଇତିହାସ ସଚେତନତା ଦେଖାଯାଇଥିଲା, ତାହା ଓଡ଼ିଆ ନାଟ୍ୟକାର ମାନଙ୍କୁ ପ୍ରଭାବିତ କରିବା ସ୍ବାଭାବିକ । ଏ ସମୟରେ ଆଗଙ୍ଗାଗୋଦାବରୀ ବିସ୍ମୃତ ଶସ୍ୟଶ୍ୟାମଳା-ପରିପୁଷ୍ଟ ଉତ୍କଳର ପରାଧୀନତା ଓ ଭାଗ୍ୟ ବିପର୍ଯ୍ୟୟକୁ ଉପଲବ୍ଧି କରି ପାରିଥିଲେ ସେମାନେ । ଏଣୁ ଓଡ଼ିଆ…

ଲେଖା: ଦେଵ ତ୍ରିପାଠୀ “ଜ୍ଞାନର ପେଡା ସଭିଙ୍କି ଲୋଡ଼ା, ସଭିଏଁ ଖାଇବେ ଥୋଡା ଥୋଡା ।” ପାଠକମାନଙ୍କ ପାଇଁ ଜ୍ଞାନର ପେଡ଼ି ମେଲି ଦେଇଥିବାରୁ ଯାହା ପ୍ରତି କବିବର ରାଧାନାଥ ରଚିଥିଲେ ଏପରି ପ୍ରଶସ୍ତିଗାନ, ସେ ଥିଲା ଓଡ଼ିଆ ଭାଷାର ପ୍ରଥମ ସାହିତ୍ୟପତ୍ରିକା ‘ଉତ୍କଳ ମଧୁପ’। ୧୮୭୮ ମସିହା ଏପ୍ରିଲ ମାସରେ କଟକର କତିପୟ ଉତ୍ସାହୀ…