Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
ମାଣବସା ଗୁରୁବାର ଉପସ୍ଥାପନା: ଅମୃତେଶ ଖଟୁଆ ଲକ୍ଷ୍ମୀ ମାଆ ଦେଖିଲେ ଯାଇ ନଗରୀ-ପ୍ରାନ୍ତରେ ଚଣ୍ଡାଳର କୁଟୀରଟିଏ ଅତୁଳ ଛବି ଧରେ । ଗୋମୟ ଲିପା ଅଗଣାତଳ ଦିଶୁଚି କେଡ଼େ ସୁନିରିମଳ ନୟନ ମନ ନେଉଚି ହରି ପିଠଉ-କମ-ଝୋଟି ଶତେକ ଦଳେ ହୋଇଚି ଲେଖା ପଦ୍ମଫୁଲ ଗୋଟି । (ଛନ୍ଦକବି ରାଧାମୋହନ ଗଡ଼ନାୟକଙ୍କ ‘ଶ୍ରୀୟା ଚଣ୍ଡାଳୁଣୀ‘) ମାର୍ଗଶିର…
ଓଡ଼ିଆ ଘରେ ପିଲାଠୁ ବୁଢ଼ା ଯାଏଁ ବୟସ ନିର୍ବିଶେଷରେ ଅଧିକାଂଶ ପାନ ଖାଇବାରେ ଅଭ୍ୟସ୍ତ । ପାନ ପାଖରେ ଉଚ୍ଚନୀଚ୍ଚ, ବଡ଼ସାନ, ସ୍ତ୍ରୀ ପୁରୁଷର ଭେଦ ନ ଥାଏ ! ରଜାଠୁ ରଙ୍କ ସଭିଙ୍କର ଥାଏ ପାନ ପ୍ରତି ଦୁର୍ବଳତା ! ଓଡ଼ିଆ ର ଭୋଜିଭାତରେ ଶେଷରେ ପାନର ବ୍ୟବସ୍ଥା ନ ଥିଲେ ସେଠି ଯେମିତି ଭୋଜନର ପୂର୍ଣ୍ଣତା ଆସେନା ! ଏମିତିକି ପାନରେ ଅଭ୍ୟସ୍ତ ନ ଥିବା ଲୋକେ ବି ଭୋଜି ଶେଷରେ ପାନ ଖଣ୍ଡେ ପାଟିରେ ପୁରାଇବାକୁ ହେଳା କରେନି . .
ଓଡ଼ିଆ ଜାତିର ଅସ୍ମିତାର ପ୍ରତୀକ ଅତିବଡ଼ି ଜଗନ୍ନାଥ ଦାସଙ୍କ ଓଡ଼ିଆ ଭାଗବତ ତତ୍କାଳୀନ ଓଡ଼ିଶାରେ ଏକ ଚହଳ ସୃଷ୍ଟି କରିଥିଲା। ଅପୂର୍ବ ଆଧ୍ୟାତ୍ମିକ ଜାଗରଣ ଓ ନବୀନ ଉନ୍ମାଦନାର ସୂତ୍ରପାତ କରିଥିଲା ଏଇ ଓଡ଼ିଆ ଭାଗବତ। ଦୁର୍ବୋଧ୍ୟ ସଂସ୍କୃତ ଭାଗବତ ପରିବର୍ତ୍ତେ ସାଧାରଣ ଜନସମାଜ ଏହାକୁ ସହଜରେ ଆଦରି ନେଇଥିଲା। ଓଡ଼ିଶାର ପୁରପଲ୍ଲୀରେ ପ୍ରତିଷ୍ଠିତ ହୋଇଥିଲା ଭାଗବତ ଟୁଙ୍ଗୀ . .
ଲେଖା: ଦେଵ ତ୍ରିପାଠୀ ଓଡ଼ିଶାରେ ଅସରନ୍ତି ପର୍ବପର୍ବାଣୀ, ଦାରିଦ୍ର୍ୟ ସତ୍ତ୍ଵେ ସେସବୁ ପର୍ବପର୍ବାଣୀକୁ ନିଷ୍ଠା ଓ ପବିତ୍ରତା ସହିତ ପାଳିବାରେ କୁଣ୍ଠା କରେନି ଓଡିଆଣୀ । ଅଧିକାଂଶ ପର୍ବପାଳନ ହୁଏ ପରିବାରର ମା’ମାନଙ୍କ ଦ୍ଵାରା । ପର୍ବାଣୀ ଗୁଡିକରେ ପୂଜାଉପଚାର ଯେପରି ଭିନ୍ନ, ସେହି ଅବକାଶରେ ପ୍ରସ୍ତୁତ ଖାଦ୍ୟସାମଗ୍ରୀ ମଧ୍ୟ ସ୍ବତନ୍ତ୍ର । ଓଡ଼ିଆଙ୍କ ଇଷ୍ଟଦେବ…