Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
~ ଲାଙ୍ଗୁଳା ନରସିଂହଦେବ ~ ଲେଖା: ରୁଦ୍ର ନାରାୟଣ ସାହୁ ବୀରଶ୍ରୀ ଗଜପତି ତ୍ରିକଳିଙ୍ଗାଧିପତି ଯବନ-ସଂହାରକାରୀ ବଜ୍ରବାହୁ ବୀରାଧିବୀରବର ଗୌଡବାଡ ଆଗଙ୍ଗାଗୋଦାବରୀ ଅଧିଶ୍ବର ପ୍ରବଳ ପ୍ରତାପୀ ଶ୍ରୀ ଶ୍ରୀ ଶ୍ରୀ ଲାଙ୍ଗୁଳା ନରସିଂହଦେବ ୧୨୩୮ ଖ୍ରୀଷ୍ଟାବ୍ଦରେ ମାତ୍ର ଅଠର ବର୍ଷ ବୟସରେ ଉତ୍କଳ ସିଂହାସନ ଆରୋହଣ କରିଥିଲେ । ତତ୍କାଳୀନ ସମୟରେ ଭାରତର ବିଭିନ୍ନ ପ୍ରାନ୍ତରେ…
ବଟୁଆର ପାନ ମଧ୍ୟ ଦୁନିଆକୁ ଦେଖାଏ ଓଡ଼ିଆ ଜାତିର ମହାନତା ! ଓଡ଼ିଆକୁ ପର ହାତଭଙ୍ଗା ପାନ ରୁଚେନା ! ଗାଁ ଗହଳିରେ ଓଡ଼ିଆ ଘରକୁ ଅତିଥି ଆସିଲେ, ଓଡ଼ିଆ ଅଣଓଡ଼ିଆ ବାବୁଙ୍କ ପରି ଚୂନଟିକିଏ, ଗୁଆ ନିଖିଏ ରେ ଚେପଟା ପାନଖଣ୍ଡେ ଲବଙ୍ଗ ମାରି ଆଣି ଦିଏନା । ସେ ଆଣି ଥୋଇଦିଏ ତା'ର ବଟୁଆ ବା ପାନପେଡି ! ବଟୁଆରେ ପାନ ଅଛି, ଚୂନ ଅଛି, ଗୁଆ ଅଛି, ଖଇର, ଜାଇଫଳ, ଗୁଣ୍ଡି, ଅଳେଇଚ ସବୁ ଅଛି, ଅତିଥିଦେବତା ତାଙ୍କ ମନକୁ ପାଇଲା ପରି ପାନ ଦି' ଖଣ୍ଡ ଭାଙ୍ଗିନେବେ . .