Tag ଲୋକନୃତ୍ୟ

ରାଧାପ୍ରେମ ଲୀଳା

ଲେଖା: ସନ୍ତୋଷ ପଟ୍ଟନାୟକ ଆବାହମାନ କାଳରୁ ସାମାଜିକ ଜୀବରେ ଲୋକନୃତ୍ୟ, ଲୋକସଙ୍ଗୀତ ଓ ଲୋକବାଦ୍ୟ ସର୍ବଦା ବିଶେଷ ଭୂମିକା ନେଇଆସିଛି । ବିଶେଷକରି ଦୈନନ୍ଦିନ ଜୀବନର ବ୍ୟସ୍ତତା ମଧ୍ୟରେ  କିଛି ଆନନ୍ଦ ଓ କିଛି ସାମାଜିକ ତୃଷ୍ଟି ନିମନ୍ତେ ସନ୍ଧ୍ୟାରେ ଗ୍ରାମ ଦାଣ୍ଡରେ, କୋଠଘରେ କିମ୍ବା ଭାଗବତ ଟୁଙ୍ଗୀରେ ଦାସକାଠୀ, ସଖିନାଟ, ଘୁଡ଼ୁକି, ପାଲା ଓ…

ରାବଣଛାୟା 

ଲେଖା: ଦେଵ ତ୍ରିପାଠୀ ଗାଁ ମୁଲକର ସଞ୍ଜ ସତରେ ନିଆରା, ଅଭୁଲା । ସାରାଦିନର ଅକ୍ଲାନ୍ତ ପରିଶ୍ରମ ପରେ ଘରକୁ ଫେରନ୍ତି ଚଷାଭାଇମାନେ, ଖଟିଖିଆ ମାନେ, ପକ୍ଷୀମାନେ ହୋଇ ଯା’ନ୍ତି ନୀଡ଼ ମୁହାଁ । ଘଣ୍ଟଘଣ୍ଟା ଓ କରତାଳ ମିଶା ହରିଭଜନ ଭାସିଆସେ ଅଦୂରର କେଉଁ ମନ୍ଦିର କି ଗ୍ରାମଦେବତୀ ପୀଠରୁ । ସହରରେ ସିନା…

ଡାଲଖାଇ

ଓଡ଼ିଶାରେ ଲୋକନାଟ୍ୟ, ନୃତ୍ୟ ପରମ୍ପରା ବହୁ ପୁରାତନ ଓ ପାରମ୍ପରିକ ଅଟେ।ଆମ ରାଜ୍ୟର ସଂସ୍କୃତି, କଳା ଓ ଧର୍ମଧାରଣାର ଏହା ଏକ ସମନ୍ୱିତ ରୂପବିଭବ। ସହସ୍ରାଧିକ ଲୋକମାନଙ୍କର ମନୋରଞ୍ଜନ ନିମନ୍ତେ ଉଦ୍ଦିଷ୍ଟ। ଗ୍ରାମବହୁଳ ଓଡ଼ିଶାର ଜୀବନଯାତ୍ରା ସହ ଜଡ଼ିତ ମେଳା ମହୋତ୍ସବ ମାନଙ୍କରେ ସାମୟିକ ଆନନ୍ଦ ପାଇଁ ଏହି ଲୋକନୃତ୍ୟ ମାନ ଅନୁଷ୍ଠିତ ହୋଇଥାଏ . .

ନାଟୁଆ ବାଳକୃଷ୍ଣ ମହାନ୍ତି

ଲେଖା: ଦେଵ ତ୍ରିପାଠୀ “ଆଉ କାନ୍ଦନାରେ ବିଧୂବଦନା, ବିଶ୍ୱାସରେ ବିଷ ଦେଇ ନାହିଁ ମୁଁ ନାରୀଶ, ତୁ ମୋତେ ଦୋଷ ଦେଇ ବନ୍ଦନା” ।। (ଅମର ବିଳାସ) କଟକ ଜିଲ୍ଲାର ଏକ ମଫସଲି ଅଞ୍ଚଳ । ମଞ୍ଚରେ ଅଭିନିତ ହେଉଛି ‘ଅମର ବିଳାସ’ ନାଟକ । ନାଟକର ମହାନାୟକ ଅମରକୁ ହତ୍ୟା କରିବା ପାଇଁ ହତ୍ୟାକାରୀମାନଙ୍କ…

ପଶ୍ଚିମ ଓଡ଼ିଶାର ଲୋକନୃତ୍ୟ

ଲେଖା: ଶିବାଶିଷ ମହାପାତ୍ର ପଶ୍ଚିମ ଓଡ଼ିଶାର ଲୋକନୃତ୍ୟ,  ସଂସ୍କୃତି, ପରମ୍ପରା ତଥା ଚାଲିଚଳନ ପୂର୍ବ ଓଡ଼ିଶାନୁ ଅଲଗା । ଅଲଗା ଇତାର ଭାଷା ତଥା ନାଚ ତଥା ଗୀତ । ଆଜିବି ଇ ଯାଗା ତଥା ବିଭିନ୍ନ ସମିଆରେ ପାରମ୍ପରିକ ଲୋକଗୀତ ଆଉ ଲୋକନୃତ୍ୟ କେ ନୁରା ଯାଏସି ଲୋକବାଦ୍ୟର ସାଙ୍ଗେ । ଗୋଡ଼୍ ମାନେ…