Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
ଲେଖା: ଦେଵ ତ୍ରିପାଠୀ ନବମ ଶ୍ରେଣୀରେ ପାଠ ପଢୁଥିବା ବାଳକଟି ଛୁଟିରେ ଘରକୁ ଆସିଥାଏ । ହଠାତ୍ ଘରର ଛାତ ଉପରେ ଉଡି ଆସି ବସିଗଲା ପେଚାଟିଏ । ଅନେକ କହିଲେ ଏହା ଅଶୁଭ । କେହି କେହି ତାକୁ ଘଉଡାଇବା ପାଇଁ ପାଟିଗୋଳ କଲେ । ବାଳକଟି ମଧ୍ୟ ଟେକାଟିଏ ମାରିବାକୁ ଉଦ୍ୟତ ହେଲା…
ଲେଖା: ଦେଵ ତ୍ରିପାଠୀ ସାଲ୍ୱନନ୍ଦିନୀ ସାଳନ୍ଦୀ ବା ଓଡ଼ିଶାର ଦ୍ଵିତୀୟ ସୂର୍ଯ୍ୟମନ୍ଦିର – ବିରଞ୍ଚିନାରାୟଣ ମନ୍ଦିର ଭଦ୍ରକର ସମ୍ପୂର୍ଣ୍ଣ ପରିଚୟ ନୁହେଁ । ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀ, ଚରମ୍ପା ବଜାରର କାଳୀପୂଜା ମେଳା, ବଂଶୀବଲ୍ଲଭଙ୍କ ମୋଗଲତାମସା ଅଥବା ଆଖଣ୍ଡଳମଣି ବା ବଙ୍କବାସୁଳୀଙ୍କ ନାମ ଉଲ୍ଲେଖ କରିଦେଲେ ପୂର୍ଣ୍ଣାଙ୍ଗ ହୁଏନା ଭଦ୍ରକର ବଳୟ ଓ ବ୍ୟାପ୍ତି…
ଲେଖା: ଦେଵ ତ୍ରିପାଠୀ କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବ୍ଲକରୁ ୧୩କି.ମି. ଦୂର କୁଟୁଣଗୁଡାର କୁଟୁଣିପଦର ପାହାଡ଼ ଶିଖରରେ କୌଣସି ପ୍ରକାରର ଖନନ କରିବା ପୂର୍ବରୁ କେହି ବାରମ୍ବାର ଚିନ୍ତା କରିବାକୁ ବାଧ୍ୟହେବ, କାରଣ ଯେ କୌଣସି ସ୍ଥାନରୁ ଶିବଲିଙ୍ଗର ଆବିର୍ଭାବ ହୋଇପାରେ । ଉକ୍ତ ପାହାଡ଼ରେ କୋଟିଏରୁ ଉର୍ଦ୍ଧ୍ବ ଛୋଟବଡ଼ ଶିବଲିଙ୍ଗ ଥିବାର ସମ୍ଭାବନା ଅଛି…
ଲେଖା: ଦେଵ ତ୍ରିପାଠୀ ~ ଦିବ୍ୟନୀତି ୧ ~ ~ ମଙ୍ଗଳ ଆରତୀ ~ ସେବକମାନେ ଶ୍ରୀମନ୍ଦିର ମଧ୍ୟରେ ପ୍ରବେଶ କରିବା ପରେ ଦିଅଁ ଶୟନ କରିଥିବା ଖଟଶେଯ ଇତ୍ୟାଦିକୁ ‘ଖଟଶେଯ ମେକାପ’ ସେବକ ଶେଯଘରକୁ ନେଇଯା’ନ୍ତି । ଦିଅଁମାନଙ୍କର ଶଯ୍ୟାତ୍ୟାଗ ପରେ ହୁଏ ମଙ୍ଗଳ ଆଳତି । ମଙ୍ଗଳ ଆଳତିରେ ତିନୋଟି ରୂପାଥାଳିରେ କର୍ପୁର,…