ଶ୍ରୀମନ୍ଦିର

ଚିତାଲାଗି ଅମାବାସ୍ୟା

ଲେଖା: ଦେଵ ତ୍ରିପାଠୀ ~ ଚିତାଲାଗି ଅମାବାସ୍ୟା ~ କାଇଁ କେଉଁ ଯୁଗରୁ ମନୁଷ୍ୟ ବିରାଟ, ଭୟଙ୍କର, କ୍ଷତିକାରୀ ଓ ଉପକାରୀ ପଦାର୍ଥ ଅବା ଜୀବଜନ୍ତୁଙ୍କର ପୂଜା…

4 years ago

ଦେବଦାସୀ

ଲେଖା: ବନ୍ଧନ ଦଳାଇ ପ୍ରାଚୀନ ପୁରାଣ ଶାସ୍ତ୍ରାଦିରେ ଉଲ୍ଲେଖ ଅଛି ଯେ, ସମଗ୍ର ପୃଥିବୀରେ ଶ୍ରୀପୁରୁଷୋତ୍ତମ ସଦୃଶ ପୂଣ୍ୟ କ୍ଷେତ୍ର ବିରଳ। ଉତ୍କଳ ଭୂଖଣ୍ଡର ରାଷ୍ଟ୍ର ଦେବତା…

4 years ago

ଚନ୍ଦନ ଯାତ୍ରା

ଲେଖା: ଅରବିନ୍ଦ ମହାନ୍ତି ଅକ୍ଷୟ ତୃତୀୟା ଠାରୁ ଶ୍ରୀକ୍ଷେତ୍ର ସହିତେ ଏକାମ୍ରକ୍ଷେତ୍ର, କନକପୁରର ଦେବୀ ଶାରଳାଙ୍କ ଚନ୍ଦନ ଯାତ୍ରା ଆରମ୍ଭ ହୁଏ। ଏତଦବ୍ୟତୀତ ଓଡ଼ିଶାର ଅନ୍ୟ ସ୍ଥାନରେ ମଧ୍ୟ…

4 years ago

ହେରାପଞ୍ଚମୀ

ଲେଖା: ଡାକ୍ତର କିଶୋର ବିଶ୍ୱଜିତ ଜେନା ରଥଯାତ୍ରା ଠାରୁ ୪ଦିନ ଅର୍ଥାତ  ଆଷାଢ଼ ଶୁକ୍ଳ ପଞ୍ଚମୀ ଦିନକୁ ହେରାପଞ୍ଚମୀ କୁହାଯାଏ ! ରଥଯାତ୍ରାରେ ଜଗନ୍ନାଥ ନିଜ ପତ୍ନୀଙ୍କୁ…

4 years ago

ଫୁଲୁରିଲାଗି ନୀତି

ଲେଖା: ଡାକ୍ତର କିଶୋର ବିଶ୍ୱଜିତ ଜେନା ଓଡ଼ିଆଙ୍କର ଚଳନ୍ତି ଠାକୁର ଶ୍ରୀଜଗନ୍ନାଥ ମହାପ୍ରଭୁ, ଅଦ୍ଭୁତ ମାନବୀୟ ଲୀଳା ତାଙ୍କର ! ସ୍ନାନପୂର୍ଣ୍ଣିମାରେ ପ୍ରଭୁ ୧୦୮ ସୁବାସିତ ଗରା…

4 years ago

ମାରଦା

ଲେଖା: ସନ୍ତୋଷ ପଟ୍ଟନାୟକ ~ ମାରଦା ମନ୍ଦିରର ଅନନ୍ୟ ଗାଥା ~ ଜଗନ୍ନାଥଙ୍କ କରୁଣାରୁ ଏ ସୃଷ୍ଟି ଜୀବନ ପାଇଛି । ଗତିଶୀଳ ଅଛି ପୁଣି ଆଗାମୀ…

4 years ago

ବଡ଼ଠାକୁରଙ୍କ ଘଣ୍ଟସେବକ

ଲେଖା: ଋଷିରାଜ ପଟ୍ଟନାୟକ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସମସ୍ତ ସେବାୟତ ପୁରୀର ନୁହନ୍ତି। ଯେମିତି ପୁରୀ ବାହାରେ ରହିଛନ୍ତି ବଡ଼ଠାକୁରଙ୍କ ଘଣ୍ଟସେବକ । ସମଗ୍ର ଭଟ୍ଟିମୁଣ୍ଡା ହେଉଛି ସେବକମାନଙ୍କ ଆସ୍ଥାନ।…

4 years ago

ହରିହର ବେଶ

ଲେଖା: ମିହିର ପଟ୍ଟନାୟକ ଶ୍ରୀମନ୍ଦିରରେ ଅନୁଷ୍ଠିତ ଶ୍ରୀଜୀଉମାନଙ୍କ ବିଶେଷ ବେଶ ମଧ୍ୟରେ ଶ୍ରୀ ବଳଭଦ୍ରଙ୍କୁ ନେଇ ୨ଟି ବେଶ ପରିକଳ୍ପନା କରାଯାଇଛି। ଭାଦ୍ରବ ମାସରେ ପ୍ରଳମ୍ବାସୁର ବଧ…

4 years ago

ସପ୍ତମାତୃକା

ଲେଖା: ଅରବିନ୍ଦ ମହାନ୍ତି ପ୍ରଥମ ମାତୃକା ବ୍ରହ୍ମାଣୀ ଦେବୀ ଦୁର୍ଗାଙ୍କୁ ମହିଷାସୁର ସହ ଯୁଦ୍ଧେ ସାହାଯ୍ୟ କରିବା ପାଈଁ ବିଭିନ୍ନ ଦେବତାଙ୍କ ଅଙ୍ଗରୁ ତାଙ୍କ ଶକ୍ତି ସ୍ୱରୁପା…

4 years ago

ବୁଧେଇ ଓଷା

ଲେଖା: ଦେଵ ତ୍ରିପାଠୀ ଛିଣ୍ଡା ଛିଣ୍ଡା ମେଘର ପଲଟଣରେ ଭୋଦୁଅ ଆକାଶ ଭରି ରହିଛି I ଏଇ ଝରିବ ଝରିବ ହୋଇ ଭାସିଯାଏ ବଉଦର ବୋଇତ --…

4 years ago