Tag ଷଠିଓଷା

ଶୀଳ ଶୀଳପୁଆ ପୂଜା

ଲେଖା: ମିହିର ପଟ୍ଟନାୟକ ଓଡ଼ିଆ ଘରେ ଅନେକ ପର୍ବରେ ଶୀଳ ଶୀଳପୁଆ ପୂଜା ହେବାର ପରମ୍ପରା ରହିଛି। ବିଶେଷ କରି ଷଠିଓଷା ଓ ବୁଧେଇଓଷା ପାଳନ ବେଳେ ଏହି ଦୁଇ ପାରମ୍ପରିକ ଶୀଳ ଶୀଳପୁଆ ପୂଜା ହୋଇଥାଏ। ଏପରିକି ଶ୍ରୀମନ୍ଦିରରେ ଶ୍ରୀ ଜୀଉମାନଙ୍କ ଜନ୍ମ ଉତ୍ସବ ବେଳେ ଷଷ୍ଠୀମାର୍କଣ୍ଡପୂଜା ମଧ୍ୟ ଅନୁଷ୍ଠିତ ହୋଇଥାଏ। କେବେ ଭାବିଛନ୍ତି…