Tag ସଙ୍ଗୀତସୁଧାକର

ପ୍ରଣବ ପଟ୍ଟନାୟକ 

ଲେଖା: ଦେଵ ତ୍ରିପାଠୀ ତାଙ୍କ ସଙ୍ଗୀତରେ ଭାବ ଓ ଭାଷା ଥାଏ ଲାଳିତ୍ୟପୁର୍ଣ୍ଣ, ମଧୁର । ତାଙ୍କ ସୁର ଶୁଣି ଆତ୍ମବିଭୋର ହୁଏ ଶ୍ରୋତା । ତାଙ୍କ କଣ୍ଠରେ ଭାବ, ଭାଷା ଓ ଧ୍ୱନିର ଥାଏ ଏକ ସୁନ୍ଦର ସମନ୍ୱୟ, ସେଥିପାଇଁ ତାଙ୍କ ଗୀତସବୁ ହୋଇଯାଏ ଅପାସୋରା, ତନୁମନ ଶିହରାଇଦିଏ, ଲିପିବଦ୍ଧ ହୋଇଯାଏ ଶୃତିରେ, ସ୍ମୃତିରେ…

ଗୁରୁକୃଷ୍ଣ ଗୋସ୍ଵାମୀ

ଲେଖା: ଦେଵ ତ୍ରିପାଠୀ “ମୁଁ ଜାଣେ ମୋ ସପନ ଦିନେ ସତ ହୋଇବ, ମୋ ମନର ରୂପାଡ଼ାଳେ ସୁନାଫୁଲ ଫୁଟିବ ।” ସପନ ଦେଖିଥିଲା ସେଇ ୨୧ ବର୍ଷର ଯୁବକଟି, ରଙ୍ଗୀନ ଦୁନିଆଁରେ ପାଦ ଥାପିବା ପାଇଁ, ସେଇ ସପନ ହିଁ ତାକୁ ମୟୁରଭଞ୍ଜର ଅଖ୍ୟାତ ନୂଆଗାଁ ମାଟିରୁ ଟାଣି ଆଣିଥିଲା କଟକ ମାଟିକୁ !…