Physical Address
Sai Samarpanam, Satya Vihar, Bhubaneswar
Physical Address
Sai Samarpanam, Satya Vihar, Bhubaneswar
ଲେଖା: ଶିଶିର ସାହୁ ମନୋଜ ସୁକାନ୍ତି ମହର୍ଷିଙ୍କର ସଂସାର କଲ୍ୟାଣାର୍ଥେ କରାଯାଇଥିବା ତପସ୍ୟା ହେତୁରୁ ଚିତ୍ରୋତ୍ପଳା ମହାନଦୀର ଜନ୍ମ ହୋଇଥିଲା । ଏ ନଦୀ ଆପଣା ସୃଷ୍ଟି ସ୍ଥାନରୁ ବାହାରି ସାରା ସଂସାର ବୁଲି ଦେଖିବା ଲାଳସାରେ ପଶ୍ଚିମରୁ ପୂର୍ବକୁ ବହିବାକୁ ଲାଗିଲା । ଏ ନଦୀ ଉତ୍ସାହ ସହକାରେ ବହି ଯାଉଥିବା ବେଳେ ଗୋଟିଏ…