Tag ଅବିର

ମନେପଡେ ଦୋଳଯାତ୍ରା କଥା

ଦାଣ୍ଡ ଲିପା ହୋଇଥିବ ଗୋବରରେ, ଚିତ୍ର ହୋଇଥିବ ନାନାବର୍ଣ୍ଣୀ ମୁରୁଜରେ । ସେଇ ମୁରୁଜଅଙ୍କା ଚିତ୍ର ଉପରେ ବିରାଜମାନ ହେବେ ରାଧାକୃଷ୍ଣ, ବିମାନରେ ବିଜେ କରି । ଘର ଘର ବୁଲି ଭୋଗ ଖାଇ ଯିବେ ପ୍ରଭୁ । ଫଗୁରେ ଚହଟିବ ସଭିଙ୍କ ମସ୍ତକ । ଡାଲାରେ ସଜାଯାଇଥିବ, ଦୁବ, ଅରୁଆ ଚାଉଳ, ଆମ୍ବଡ଼ାଳ, ନଡ଼ିଆ । ପୂର୍ଣ୍ଣକଳସ ବସିଥିବ, ଚଣାଲଡୁର ଭୋଗ ପ୍ରସ୍ତୁତ ହୋଇଥିବ । ପେଡ଼ିରେ ସାଇତା କର୍ପୁର ଦିଆ ସଫାଲୁଗା ପିନ୍ଧି ସଜ ହୋଇଥାନ୍ତି ବୋଉ, ବଡ଼ବୋଉ . .

ଦୋଳପୂର୍ଣ୍ଣିମା

ଲେଖା: ଶିବାଶିଷ ମହାପାତ୍ର   ବିଶେଷତଃ କଳିଯୁଗେ, ଦୋଳଯାତ୍ରା ବିଧିୟତେଃ । ଫାଲଗୁନସ୍ୟ ଚତୁର୍ଦ୍ଦଶ୍ୟାଃମ୍ ଅଷ୍ଟମେ ନାମସଂଯକଃ ।। (ପଦ୍ମ ପୁରାଣ ) ଦୋଳରେ ଝୁଲିବେ ଭଗବାନ । ଝୁଲନ୍ତି କେତେବେଳେ ? ଯେତେବେଳେ ଶାନ୍ତ ସୁକୁମଳ ପରିବେଶ ଥିବ, ଅବଶ ଶରୀରକୁ ଲୋଟଣି ପାରା ଭଳିଆ ଲେଟେଇ ଦେଇ ଚିନ୍ତା କରୁଥିବେ ଆନନ୍ଦରେ, ତା’…