Physical Address
Sai Samarpanam, Satya Vihar, Bhubaneswar

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ଓଡ଼ିଶାରେ କୁମାରପୂର୍ଣ୍ଣିମା ଠାରୁ କାର୍ତ୍ତିକପୂର୍ଣ୍ଣିମା ଯାଏଁ ଆକାଶଦୀପ ପ୍ରତିଷ୍ଠା କରାଯାଇଥାଏ । ବୁଦ୍ଧିଜୀବୀ ଗଣଙ୍କ ମଧ୍ୟରେ ଆକାଶଦୀପକୁ ନେଇ ଭିନ୍ନ ଭିନ୍ନ ମତ ପ୍ରଚଳିତ । ~ ଧର୍ମମତ ~ କାର୍ତ୍ତିକ ମାସ ବେଳକୁ ପିତୃପକ୍ଷ ଆରମ୍ଭ ହୋଇଯାଇଥାଏ । ପ୍ରେତପୁରୁଷ ତଥା ପିତୃଗଣଙ୍କୁ ପଥ ପ୍ରଦର୍ଶନ…

ଲେଖା: ଦେଵ ତ୍ରିପାଠୀ ଇଏ ହଜିଲା ଦିନର କଥା । ବର୍ଷାଦିନେ ବଦଳି ଯାଉଥିଲା ଗାଁ ଭୂଇଁର ଭୂଗୋଳ । ପଚା କାଦୁଅର ଗାଁ ଦାଣ୍ଡ, ଚାରିଆଡ଼େ ପାଣିର ପ୍ରାଚୁର୍ଯ୍ୟ, ଫସଲର ଶ୍ୟାମଳ ସଙ୍ଗୀତ, ପିଢ଼ାରେ କଖାରୁଲଟା, ବାଡ଼ିରେ ଜହ୍ନିଫୁଲ, ଗୋବରଖାତ ପାଖରେ ରଙ୍ଗଣି ଓ ହରଗଉରା, ବର୍ଷାପୁଷ୍ଟ ଅଗଣିତ ଲତାକୁଞ୍ଜରେ ଫୁଲର ସମ୍ଭାର ।…

ଲେଖା: ସୁଚେତା ପ୍ରଧାନ ଚନ୍ଦ୍ରାକିତ ରଜନୀ। କୁହୁଡିର ମଳିନ ଆସ୍ତରଣ ତଳେ ରୂପେଲି ଜ୍ୟୋତ୍ସ୍ନା ସୃଷ୍ଟି କରୁଥାଏ ଏକ ଅପରୂପ ମାୟା। ରାତି ପାହିଲେ ମହା କାର୍ତ୍ତିକର ମହା ପୂର୍ଣ୍ଣିମା। ରାତି ପାହିବାକୁ ତର ସହେନି। ଶିଶିର ସ୍ନାତ ପାହାନ୍ତି ପ୍ରହର ପୂର୍ବରୁ ଓଡିଶାର ଘରେ ଘରେ ଚହଳ। ବୋଇତ ବନ୍ଦାଣର ବେଳା। ଭଳିକି ଭଳି…