Tag ଉତ୍କଳଗୌରବ ମଧୁସୂଦନ ଦାସ

ଉତ୍କଳଗୌରବ ମଧୁସୂଦନ ଦାସ

~ ଏକାମ୍ରକ୍ଷେତ୍ର ଓ ଉତ୍କଳଗୌରବ ମଧୁସୂଦନ ~ ଲେଖା: ଅମୃତେଶ ଖଟୁଆ ସମୟର ବାଲୁକାରାଶିରେ ଅଙ୍କିତ ଅଗଣିତ ପଦଚିହ୍ନ– କେତେ ଜଣା, କେତେ ଅଜଣା ; କେତେ ପୁଣି ହୋଇଯାଆନ୍ତି ବିସ୍ମୃତ ଓ ବିଲୁପ୍ତ । କିନ୍ତୁ କିଛି ରହିଯାଇଥାନ୍ତି ନିଜ ଏକକ ଅସ୍ତିତ୍ବକୁ ଜାହିର କରିବାର ପଣ ନେଇ, ସମୟରୁ ସମୟାନ୍ତର ଯାଏଁ ।…

ଉତ୍କଳ ଦୀପିକା

ଲେଖା: ନିରଞ୍ଜନ ସାହୁ “ହେ ଗୌରୀଶଙ୍କର ଧନ୍ୟ ତୁମର ସାହସ, ଦୀପିକା ଲେଖୁଛ ବସି ତିରିଶ ବରଷ । ନ ମାନି ବିପଦ ବାଧା ନ ଚାହିଁ ଦେହକୁ, ମନପ୍ରାଣ ସମରପି ପାଳିଛ ବ୍ରତକୁ । ଦେଖି ଦେଖି ଢେର ଦିନ ଜାଣିଛି ବିଶେଷ, ଅଟ ତୁମ୍ଭେ ଜଣେ man of business” ବ୍ୟାସକବି ଫକୀରମୋହନଙ୍କ…

ନିମାଇଁ ଚରଣ

ଲେଖା: ଅମ୍ରିତେଶ ଖଟୁଆ “ଚକାଡୋଳା କିମ୍ପା ଡକା, କିମ୍ପା ଡକା ନ ଶୁଣ… ଡକାବଜା ପ୍ରଭୁ ଥକା ହୋଇ ବସି  ବିକଶିଲ ତୁମ୍ଭେ ଏ କେଉଁ ଗୁଣ।” ସୁରମାଧୁରୀର ପଟାନ୍ତର ଏକ ହିଁ ଜଗନ୍ନାଥ… ବିଦଗ୍ଧକବି ଅଭିମନ୍ୟୁ ମଧ୍ୟ ଏହିପରି ମାନପୂର୍ବକ ଥର କହି ଦେଇଥିଲେ – “ଦୁଃଖୀ ଜଣାଇଲେ ଦୁଃଖ କେବେ ହେଁ ନୁହଁ…