Physical Address
Sai Samarpanam, Satya Vihar, Bhubaneswar
ସୌରଭିତ ସୃଷ୍ଟି: ଗୋଦାବରୀଶ ମହାପାତ୍ର ଉତ୍କଳମଣି ଗୋପବନ୍ଧୁ ଗଞ୍ଜାମରେ କୌଣସି ଏକ ପଲ୍ଲୀ ସଭାକୁ ଗଲାବେଳେ ଏକ କୌତୁକାଵହ ଘଟଣାଟିଏ ଘଟିଥିଲା । ଭିକ୍ଷାକରି ଚଳୁଥିଵା ଦୁଇଜଣ ବୁଢ଼ୀ ଗୋପବନ୍ଧୁଙ୍କୁ ସବାରିରେ ଯିଵା ଦେଖି ଜଣେ କିଏ ବର ଵିଭାହୋଇଯାଉଛି ବୋଲି ମନେକରି ସଭାକୁ ଯାଇଥିଲେ । ଉଭୟ ବୁଢୀ଼ ପରସ୍ପରରେ କଥା ହେଉଥାନ୍ତି ।…
ଉପସ୍ଥାପନା: ଗଣେଶ ଚନ୍ଦ୍ର ସିଂହ ଓ ଶିଶିର ସାହୁ ମନୋଜ ଅଵକାଶ ଚିନ୍ତା ଓଡ଼ିଆ ଭାଷାର ସାହିତ୍ୟ ସମ୍ଭାରରେ ଏକ ଅମୂଲ୍ୟ ସମ୍ପଦ । ଓଡ଼ିଆ ଭାଷାରେ ନାନାଦି କାଵ୍ଯ କଵିତା ସଂଗ୍ରହ ସଂକଳନ ରହିଛି କିନ୍ତୁ ତନ୍ମଧ୍ୟରେ ମାନଵଵାଦୀ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ରଚିତ ଏହି କଵିତା ପୁସ୍ତକଟି ସତରେ ନିଆରା କହିଲେ…
ସୌରଭିତ ସୃଷ୍ଟି: ଉତ୍କଳମଣି ଗୋପବନ୍ଧୁ ଦାସ ରହ ରହ କ୍ଷଣେ ବାଷ୍ପୀୟଶକଟ, ଦେଖିବି ଚିଲିକା ଚାରୁ ଚିତ୍ରପଟ । ଚିତ୍ର ମଣେ ଯେଣୁ ନାହିଁ ଅନୁଭବ, ବାସ୍ତବ ବିଶ୍ୱେ କି ଏ ଛବି ସମ୍ଭବ ? ନୀଳ ବୀଚିମାଳା ଧୀରେ ଧୀରେ ଯାଏ, ଲାଗଇ ସ୍ୱପନେ ଦେଖିଲା ପରାଏ । ସନ୍ତରନ୍ତି ବକ୍ଷେ ପକ୍ଷୀ ଦଳ…
~ ଉତ୍କଳମଣିଙ୍କ ଦେହାବସାନ ~ ଲେଖା: ଅମୃତେଶ ଖଟୁଆ ୧୯୨୮, ଏପ୍ରିଲ ୨୨ ତାରିଖ ! ‘ଲୋକସେବକ ମଣ୍ଡଳ‘ ବାର୍ଷିକ ଅଧିବେଶନ ପାଇଁ ସମସ୍ତେ ପହଞ୍ଚିଲେ। ତିନି ଦିନିଆ ଅଧିବେଶନ ଶେକୁ ୨୫ ତାରିଖରେ ସରିଲା। ଉତ୍କଳମଣି ନିର୍ବାଚିତ ହୋଇଲେ ‘ଲୋକସେବକ ମଣ୍ଡଳ’ର ଉପସଭାପତି ରୂପେ ନିର୍ବାଚିତ ହୋଇଲେ। କୌଣସି ଓଡ଼ିଆ ଏହିପରି ଏକ ବଡ଼…
~ ବ୍ରଜସୁନ୍ଦର ଦାସ ~ ଲେଖା: ଅମୃତେଶ ଖଟୁଆ “ଅଶରୀରୀ, ସଞ୍ଜ ପବନ ବଂଶଧାରା ନଈ ସେପାରିରୁ ବହି ଆଣୁଛି ତୁମରି ବାଣୀ – ‘ବାବା ସରି ନାହିଁ ତ।’ ନିର୍ଜନ ଏହି ଦି’ ତାଲାର କୋଠରୀ। କାହାର ଏ ସ୍ଵର? ପୁଣି ବାଜୁଛି କାନରେ, ‘ବାବା ସରିନାହିଁ ତ।’ ତୁମେ ତେବେ ଅଛ? କାଲିପରି…
ଲେଖା: ଦେଵ ତ୍ରିପାଠୀ ତୁମ ମାଟି ଦେହ ଗ୍ରାସିଛି ଶ୍ମଶାନ, ମାତ୍ର ଯଶୋଦେହେ ତୁମେ ଆୟୁଷ୍ମାନ ।” କେତେ ବଡ଼ କଥା କହିଛନ୍ତି କବିବର ! ଗଙ୍ଗଶିଉଳି ଫୁଲ । ସଞ୍ଜରେ ଫୁଟେ, ସକାଳକୁ ଝଡ଼ିଯାଏ । କିନ୍ତୁ ରୂପରେ, ରସରେ, ବାସରେ ବିହ୍ଵଳିତ କରେ ସଭିଙ୍କୁ ! ସେ ଫୁଲର କଳ୍ପନାରେ ବି ଅନୁଭୂତ…
ଲେଖା: ଦେଵ ତ୍ରିପାଠୀ ସେ ଥିଲା ଯେମିତି ପ୍ରାଗୈତିହାସିକ ଅନ୍ଧକାରର ଯୁଗ । ଚାରିଆଡେ ଦୁର୍ବିସହ ଅଜ୍ଞତା, ବରଫ-ଶୀତଳ ନିଶ୍ଚେତନା, ଶଶକ-ଗୋତ୍ରୀୟ ଭୀରୁତା, ସ୍ଥାଣୁ ଜୀବନ, ନିଶ୍ଚଳ ଅଭିଳାଷର ଅନ୍ଧଗଳି ଭିତରେ ମୁମୂର୍ଷୁ-ପ୍ରାୟ ଜୀଉଁଥିଲେ ଓଡ଼ିଆମାନେ । ମୋଗଲ ଓ ମରହଟ୍ଟାଙ୍କର ଅକଥନୀୟ କଷଣର ତୋଡମାଡରେ ଅଣ୍ଟା ଭାଙ୍ଗି ଯାଇଥିବା ଗୋଟିଏ ଜାତି ନିର୍ଜୀବ,…