Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
ଲେଖା: ନିରଞ୍ଜନ ସାହୁ ୧୯୩୦ ମସିହାର କଥା । କଟକରେ ଆୟୋଜିତ ହୋଇଥାଏ କବିସମ୍ରାଟଙ୍କ ଉପରେ ଏକ ଆଲୋଚନା ଚକ୍ର । ସଂଯୋଜକ ଭଞ୍ଜ ଭଗୀରଥ ବିଛନ୍ଦ ପଟ୍ଟନାୟକ, ଅଧ୍ୟକ୍ଷତା ଉତ୍କଳ ସାହିତ୍ୟର ପ୍ରାତଃ ସ୍ମରଣୀୟ ବାଗ୍ମୀ ଗୋପାଳ ପ୍ରହରାଜ, ଆଲୋଚକ ଭାବେ ଯୋଗ ଦେଇଥାନ୍ତି ବହୁ ପ୍ରାବନ୍ଧିକ, ବକ୍ତା । ବିଦଗ୍ଧ ଶ୍ରୋତା ମଣ୍ଡଳୀରେ…
ଲେଖା: ଅମୃତେଶ ଖଟୁଆ ~ କାବ୍ୟତୀର୍ଥ ବାଣୀଭୂଷଣ : ମୃତ୍ୟୁଞ୍ଜୟ ରଥ ~ କରିଛ ତୁମ୍ଭେ ନବ ସ୍ବର୍ଗ-ପ୍ରବାସ, ଅନୁସରନ୍ତି ସୁଖେ ଅଛି କି ଆଶ ! ମାତ୍ର ଏ ଜନେ ସିନା ଭୁଞ୍ଜିବେ ଦୁଃଖ, ତୁମ୍ଭ ଆୟତ୍ତ ଯେଣୁ ସବୁରି ସୁଖ।” (କୁମ୍ଭାରସମ୍ଭବମ୍, ଚତୁର୍ଥ ସର୍ଗ : ଅନୂଦିତ – ମୃତ୍ୟୁଞ୍ଜୟ ରଥ )…
ଲେଖା: ଦେଵ ତ୍ରିପାଠୀ ଥିଲେ ଜଣେ ମଠମହନ୍ତ । ସେ ମଠର ବହଳ ଚାରିକାନ୍ଥ ଭେଦି ତାଙ୍କ ମନପ୍ରାଣକୁ ଭେଦୁଥିଲା ବିକଳ ଡାକ ! ସେଇ ମାଟିର ଡ଼ାକ, ମାଟିମା’ର ଡାକ ! ତାଙ୍କ କାନରେ ବାଜୁଥିଲା ଭାଷାଜନନୀର ବିକଳ କାନ୍ଦଣା । ବିଦେଶୀ ହିନ୍ଦୀଭାଷାର ପ୍ରଚଣ୍ଡ ଆଘାତରେ କ୍ଷତାକ୍ତ ଜନନୀର ଯନ୍ତ୍ରଣାକୁ ଅନୁଭବ କରୁଥିଲେ…
ଲେଖା: ଅମୃତେଶ ଖଟୁଆ ଓଡ଼ିଶାରେ ରଙ୍ଗମଞ୍ଚର ବିକାଶ ସହ ରାସରସିକତା-ପ୍ରସୂତ-ଶ୍ରୁତିସୁଖକର ନାଟକୀୟତାର ଯେଉଁ ପ୍ରଲେପନ ମନୋରଞ୍ଜନ ରସାର୍ଣ୍ଣବକୁ ଅମୃତାପ୍ଳୁତ କରି ଜନମାନସକୁ ରସାର୍ଦ୍ର କରେ, ସେହି ଲୀଳାଯାତ୍ରାର ଜଣେ ବଦାନ୍ୟ ଓ ବହୁମୁଖୀ-ପ୍ରତିଭାଧର-ପ୍ରବର୍ତ୍ତକ ଥିଲେ ଗୋବିନ୍ଦଚନ୍ଦ୍ର ଶୂରଦେଓ। ବେଶ-ପାଟବ, ସଙ୍ଗୀତ-ସଂଯୋଜନା ସହ ଉନ୍ନତ ଦୃଶ୍ଯ ବିଭାଜନ ଫଳେ ସେ ଦେଇଥିଲେ ଚିତ୍ତବିନୋଦନକ ନାଟ୍ୟ-କଳା-ରସକୁ ଗୋଟିଏ ନବୀନ…
ଲେଖା: ନିରଞ୍ଜନ ସାହୁ ବିଦ୍ୟା ଓ ସଂସ୍କୃତି ସଚେତନ ବାମଣ୍ଡା ରାଜ୍ୟରେ ଊନବିଂଶ ଶତାବ୍ଦୀର ଦ୍ଵିତୀୟାର୍ଦ୍ଧରେ ଜନ୍ମ ନେଇଥିଲେ ଓଡ଼ିଆ ସାହିତ୍ୟର ଏକ ବିସ୍ମୟ ପ୍ରତିଭା।ସାର୍ ବାସୁଦେବ ସୁଢଳଦେବ କର୍ତ୍ତୃକ ବାମଣ୍ଡାରେ ସମ୍ଭୂତ ନବ-ଜାଗରଣର ନୂତନ ଚିନ୍ତା ଓ ଚେତନାର ପୁଷ୍ପିତ ଉଦ୍ୟାନର ମହୀୟାନ ଫଳ ‘ଜଳନ୍ଧର ଦେବ’ । ଜଳନ୍ଧର ସ୍ରଷ୍ଟା ମାନସ ବାମଣ୍ଡାରେ…