Tag କଂସାପିତ୍ତଳ ବାସନ

ବଡ଼ଠାକୁରଙ୍କ ଘଣ୍ଟସେବକ

ଲେଖା: ଋଷିରାଜ ପଟ୍ଟନାୟକ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସମସ୍ତ ସେବାୟତ ପୁରୀର ନୁହନ୍ତି। ଯେମିତି ପୁରୀ ବାହାରେ ରହିଛନ୍ତି ବଡ଼ଠାକୁରଙ୍କ ଘଣ୍ଟସେବକ । ସମଗ୍ର ଭଟ୍ଟିମୁଣ୍ଡା ହେଉଛି ସେବକମାନଙ୍କ ଆସ୍ଥାନ। ବର୍ଷସାରା ଶାଳରେ କଂସା-ବାସନ ତିଆରି କରି ଏମାନେ ବିକ୍ରୟ କରିଥା’ନ୍ତି । ଓଡ଼ିଶାର ଏକାଧିକ ଗ୍ରାମ ଯଥା – କଣ୍ଟିଲୋ, ରେମୁଣା, ଭୁବନ ଓ ତରଭା ଆଦି…