Physical Address
Sai Samarpanam, Satya Vihar, Bhubaneswar
ଲେଖା: ଦେଵ ତ୍ରିପାଠୀ “ତଟିନୀବଳୟିତ ତରୁକୁଳପୁଲକିତ ବାଳ ମହୀଧରବାସିନ୍, ଜୟ ଜୟ ଶଙ୍କର ସର୍ବଶୁଭଙ୍କର ଭକ୍ତ ବିପତ୍ତିବିନାଶିନ୍ II” (କବିବର ରାଧାନାଥ ରାୟ) ମା’ କଟକଚଣ୍ଡୀ, ଗଡଚଣ୍ଡୀ ପରି ପ୍ରାଚୀନ ଶକ୍ତିପୀଠ ପାଇଁ କଟକ ମହାନଗର ଶକ୍ତିପୀଠ ଭାବେ ଖ୍ୟାତିମାନ ହୋଇଥିଲେ ମଧ୍ୟ ନଗର ମଧ୍ୟରେ ପ୍ରତିଷ୍ଠିତ ଅମରେଶ୍ୱର ମନ୍ଦିର ତଥା ମହାନଗର ସୀମାସଂଲଗ୍ନ ଭାବରେ…
ଲେଖା: ଦେଵ ତ୍ରିପାଠୀ ୧୧୮୦ ଖ୍ରୀଷ୍ଟାବ୍ଦ ପାଖାପାଖି କୌଣସି ସମୟ । ମହାରାଜା ଦ୍ଵିତୀୟ ଅନଙ୍ଗଭୀମ ଦେଵ ଚଉଦ୍ଵାର ରାଜବାଟୀରୁ ମହାନଦୀ ପାର ହୋଇ ଆସି ପହଞ୍ଚିଲେ ସେଠାରେ । ସେ ସ୍ଥାନଟିର କି ଅଜଣା ଆକର୍ଷଣ ଓ ମାହାତ୍ମ୍ୟ ସେ ଅନୁଭବ କଲେ, କ୍ଷଣିକେ ଯୋଜନା କରିଥିଲେ ସେଠାରେ ଗଡ଼ଟିଏ ପ୍ରତିଷ୍ଠା କରିବା ପାଇଁ…