Physical Address
Sai Samarpanam, Satya Vihar, Bhubaneswar
ଲେଖା: କୁଳମଣି ଷଡ଼ଙ୍ଗୀ ମହାନଦୀକୁ ‘ଉତ୍କଳଗଙ୍ଗା’ ନାମରେ ନାମିତ କରିବାର ଯଥାର୍ଥତା ଅଛି। ଅମର କଣ୍ଟକରୁ ବାହାରି, ବହୁ ଦୀର୍ଘପଥ ଅତିକ୍ରମକରି ସିନ୍ଧୁରେ ବିଲୀନ ହେବା ଆଗରୁ ଉତ୍କଳ ଭୂଇଁ ଛୁଇଁ ଏହା ତିନୋଟି କାରଣରୁ ପବିତ୍ର ହୋଇଯାଇଛି । ପ୍ରଥମତଃ ସୁବର୍ଣ୍ଣପୁର ଠାରେ “ସୁବର୍ଣ୍ଣାକ୍ଷ ମହାଦେବ”ଙ୍କର ପଦଧୌତକରି ପବିତ୍ର ହେବାପରେ, ମହାନଦୀ କଣ୍ଟିଲୋ ଠାରେ…
ଲେଖା: ଋଷିରାଜ ପଟ୍ଟନାୟକ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସମସ୍ତ ସେବାୟତ ପୁରୀର ନୁହନ୍ତି। ଯେମିତି ପୁରୀ ବାହାରେ ରହିଛନ୍ତି ବଡ଼ଠାକୁରଙ୍କ ଘଣ୍ଟସେବକ । ସମଗ୍ର ଭଟ୍ଟିମୁଣ୍ଡା ହେଉଛି ସେବକମାନଙ୍କ ଆସ୍ଥାନ। ବର୍ଷସାରା ଶାଳରେ କଂସା-ବାସନ ତିଆରି କରି ଏମାନେ ବିକ୍ରୟ କରିଥା’ନ୍ତି । ଓଡ଼ିଶାର ଏକାଧିକ ଗ୍ରାମ ଯଥା – କଣ୍ଟିଲୋ, ରେମୁଣା, ଭୁବନ ଓ ତରଭା ଆଦି…
ଲେଖା: ଦେଵ ତ୍ରିପାଠୀ ସବୁଜ ଅରଣ୍ୟାନି ପରିବେଷ୍ଟିତ, ଚିର ପ୍ରବାହମାନ ମହାନଦୀର ତଟଦେଶରେ ଅବସ୍ଥିତ ନୟାଗଡ଼ ଜିଲ୍ଲାର କଣ୍ଟିଲୋ ଏକ ପ୍ରାଚୀନ ପର୍ଯ୍ୟଟନପୀଠ ଭାବେ ଯେପରି ବହୁଜନ ଜ୍ଞାତ, କଂସାବାସନ ତିଆରି ଓ ବ୍ୟବସାୟ କ୍ଷେତ୍ରରେ ଓଡ଼ିଶା ତଥା ଓଡ଼ିଶା ବାହାରେ ଅନୁରୂପ ଭାବେ ପରିଚିତ, ପ୍ରସିଦ୍ଧ । ଦିନ ଥିଲା ଶ୍ରୀମନ୍ଦିରର ନୀଳଚକ୍ର ଠାରୁ…