Physical Address
Sai Samarpanam, Satya Vihar, Bhubaneswar
Physical Address
Sai Samarpanam, Satya Vihar, Bhubaneswar
ଲେଖା: ଦେଵ ତ୍ରିପାଠୀ ଉତ୍କଳ ଗଜପତିଙ୍କ ଶାସନାଧୀନ ଅଞ୍ଚଳ ହେଲେ ହେଁ #କନିକା ଥିଲା ସ୍ବତନ୍ତ୍ର ଗୁରୁତ୍ବର ଅଧିକାରୀ ! ଉତ୍କଳର ସାମରିକ ଇତିହାସରେ କନିକାର ଶହେ ଆହୁଲା ବିଶିଷ୍ଟ ରଣତରି ଯେ କିଭଳି ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗ୍ରହଣ କରିଥିଲା, ତାହା ବ୍ରିଟିଶ ଐତିହାସିକ #ହାମିଲଟନଙ୍କ ପ୍ରଶଂସମୁଖରିତ ବିବରଣୀରୁ ଜଣାପଡ଼େ ! କନିକା ମାଟିର ବୀରତ୍ବର…
ଲେଖା: ଦେଵ ତ୍ରିପାଠୀ ୧୬୦୦ ଖ୍ରୀଷ୍ଟାବ୍ଦ ! ଦୁର୍ଗ-ଜାଲ ଜଡ଼ିତ ଓଡ଼ିଶା ପ୍ରଦେଶ ଭ୍ରମଣରେ ଆସିଥିଲେ ବିଦେଶୀ ପରିବ୍ରାଜକ #ଆବୁଲ_ଫାଜଲ ! ଭୂଖଣ୍ଡର ବିଭିନ୍ନ ସ୍ଥାନରେ ସେ ଦେଖିଥିଲେ ଛୋଟବଡ଼ ଗଡ଼ସବୁ ! ପ୍ରତ୍ୟେକ ଗଡ଼ ଥିଲା ଏକ ଏକ ଗଡ଼ଜାତ ରାଜ୍ୟର ଆଭିଜାତ୍ୟପୂର୍ଣ୍ଣ ରାଜଧାନୀ ! ସୈନ୍ୟସାମନ୍ତ ଅଧ୍ୟୁଷିତ ସେଇ ଗଡ଼ଗୁଡ଼ିକର ଅଧିପତିମାନେ ଥିଲେ…
ଲେଖା: ଦେଵ ତ୍ରିପାଠୀ ~ କନିକା ~ “ତାଳୀବନ-ଶ୍ୟାମ କନିକା, କୁଜଙ୍ଗ ମରିଚ ହରିଶପୁର ଅସ୍ତରଙ୍ଗ । ବରାହ-ପାଳିତ ବାଲିପୂର୍ଣ୍ଣ ଆଳି କ୍ଷତ୍ରିବୃନ୍ଦ ଯାର ମହାବୀର୍ଯ୍ୟଶାଳୀ ।” (#ନନ୍ଦିକେଶ୍ୱରୀ/କବିବର ରାଧାନାଥ) ଇଏ ଏମିତି ଏକ ରାଜ୍ୟ, ଯାହାର ସୁଦୁର ଅତୀତକୁ ରୋମନ୍ଥନ କଲେ ଦୃଶ୍ୟମାନ ହୁଏ ଇତିହାସର ବହୁ ବିସ୍ମୟକର ସ୍ମାରକୀ ! ନାଚି ଯାଏ…
ଲେଖା: ଦେଵ ତ୍ରିପାଠୀ ~ କନିକା ~ ପୂର୍ବ ଆଲୋଚନା ଗୁଡ଼ିକରୁ ଆମେ ଜାଣିଛେ କନିକାର ବୀରଯୋଦ୍ଧାଗଣ ପ୍ରାୟ ଦୁଇଶହ ବର୍ଷ କାଳ ମୁସଲମାନ, ମୋଗଲ, ମରାଠାମାନଙ୍କ ସହ ଓ ଅର୍ଦ୍ଧ ଶତାବ୍ଦୀ କାଳ ବ୍ରିଟିଶ ଶକ୍ତି ବିରୁଦ୍ଧରେ ନିଜର ବିଜୟଯାତ୍ରା ବଜାୟ ରଖିଥିଲେ । କନିକାର ବଳ ଦମ୍ଭ ଅତୁଟ ରହିବାର କେତୋଟି ବଳିଷ୍ଠ…
ଲେଖା: ଦେଵ ତ୍ରିପାଠୀ “ସହସ୍ର ବହିତ୍ର ପୁଣି ଶୁକ୍ଳ କରି ବାରିଧି ଉରସେ ଚଳିଲା, ଦୋହଲି ମନ୍ଦେ ପବମାନ ମଧୁର ପରଶେ ! ଦମ୍ଭଭରେ, ସିନ୍ଧୁପାରେ ଖୋଜିବାକୁ ଅଜ୍ଞାତ ବିଦେଶ, ଦେବାକୁ ଜଗତଜନେ ଜଗତର ଅଜ୍ଞାତ ସନ୍ଦେଶ ସ୍ଥାପିବାକୁ ତୋହରି ମା’ ଯୁଗ-ଯୁଗ ବ୍ୟାପିନୀ କିରତି ଅୟି ଭାଗ୍ୟବତୀ !” (ଡ. ମାୟାଧର ମାନସିଂହ) ଦିନ…
ଲେଖା: ଦେଵ ତ୍ରିପାଠୀ “ସିଂହଳ ଦ୍ଵୀପରୁ ଚାରୁ ମଙ୍ଗଳା ମୂରତି, ଅଣାଇ ନିଜ ନଗରେ ନରେନ୍ଦ୍ର ସୁମତି ।।” ସରସ୍ବତୀ ଦାମୋଦର ମିଶ୍ରଙ୍କ #ଭଞ୍ଜକନିକା କାବ୍ୟର ନାୟକ #ନରେନ୍ଦ୍ର_ସାଧବ ଯେ କେବଳ #ସିଂହଳ ଦ୍ଵୀପରୁ ମା’ ମଙ୍ଗଳାଙ୍କ ମୂର୍ତ୍ତି ଆଣି ଉତ୍କଳର ପବିତ୍ର ମାଟିରେ ଥାପନା କରିଥିଲେ ଏବଂ ତାଙ୍କରି ନାମ ଅନୁସାରେ ପ୍ରାଚୀନ ଉତ୍କଳର…
ଲେଖା: ଦେଵ ତ୍ରିପାଠୀ ୧୯୯୫ ମସିହା । ଦେଶର ବିଶିଷ୍ଟ ଅଣୁବିଜ୍ଞାନୀ ଡ. #ଅବଦୁଲ୍_କଲାମ୍ ମହୋଦୟ ଆସି ପହଞ୍ଚିଛନ୍ତି ମହୋଦଧି ମଧ୍ୟସ୍ଥ ଏକ ଦ୍ବୀପପୁଞ୍ଜରେ । ଭାରତୀୟ ପ୍ରତିରକ୍ଷା ବିଭାଗର ମଧ୍ୟବର୍ତ୍ତୀକାଳୀନ ପରୀକ୍ଷାଗାର ପ୍ରତିଷ୍ଠା ଉପଲକ୍ଷେ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଶେଷ କରି ବୈଜ୍ଞାନିକ ବାହାରି ଗଲେ ଦ୍ଵୀପଟିର ଶୋଭା ଅବଲୋକନ ଉଦ୍ଦେଶ୍ୟରେ । ନୈସର୍ଗିକ…
ଉପସ୍ଥାପନା: ଦେଵ ତ୍ରିପାଠୀ ଓଡ଼ିଶାର ପ୍ରଥମ ବିଦ୍ୟାଳୟ । ଓଡ଼ିଶାକୁ ଇଷ୍ଟଇଣ୍ଡିଆ କମ୍ପାନୀ ୧୮୦୩ରେ ମରହଟ୍ଟାମାନଙ୍କ କବଳରୁ ଦଖଲ କଲା ମାତ୍ର ୩/୪ ଘଣ୍ଟାର ଲଢ଼େଇ ପରେ । ଇଂରେଜମାନଙ୍କ ନିକଟରୁ ପରାସ୍ତ ହୋଇ ମରହଟ୍ଟାମାନେ ଓଡ଼ିଶାର ରାଜଧାନୀ କଟକର ବାରବାଟୀ ଦୁର୍ଗରୁ ପଳାୟନ କରିଥିଲେ । ମାତ୍ର ଇଂରେଜମାନଙ୍କୁ କ୍ରମାଗତ ଭାବେ ଓଡ଼ିଶାର ସ୍ଥାନୀୟ…
ଉପସ୍ଥାପନା: ଶିଶିର ସାହୁ ମନୋଜ “ମିଥ୍ୟା ମାୟା ସଂସାର କେହି ନୁହେଁ କାହାର, ମାତିଛୁ ଘେନି ପରିବାରରେ ନ ଭଜିଲେ କୃଷ୍ଣଙ୍କୁ ଗତି ନାହିଁ ପଛକୁ, ଚାହୁଁ ଚାହୁଁ ଜୀବ ଯିବ ତୋରରେ।” ଓଡ଼ିଶାରେ ମୁସ୍ଲିମ ଭକ୍ତ ସାଲବେଗ ବଡ଼ ଲୋକପ୍ରିୟ କିନ୍ତୁ ଆଉଜଣେ ଯବନ ଭକ୍ତ ଉଜିର ବେଗ ପ୍ରାୟତଃ ଅଜଣା । ଉଜିର ବେଗଙ୍କର…