Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
ଉପସ୍ଥାପନା: ଦେଵ ତ୍ରିପାଠୀ ଗଞ୍ଜାମ କହିଲେ ସାଧାରଣ ଭାବରେ ଆଖି ଆଗରେ ନାଚି ଉଠେ ପୂତିଗନ୍ଧମୟ ଗାଁଗଣ୍ଡା, ଅପରିଛନିଆ ସହରୀ ବସ୍ତି, ଦେଶୀମଦର କାରବାର, ପୁଣି ମନକୁ ଆସିଯାଏ ଅପରାଧର ତାଲିକା କିମ୍ବା ନଷ୍ଟ ପରିମଳର ଦୁଃଖଦ କଳାତାଲିକା । ଗଞ୍ଜାମ କହିଲେ ଅନ୍ୟ ଅଞ୍ଚଳର ଓଡ଼ିଆଙ୍କ କୁଞ୍ଚିତନାସିକା ଓ ମୁଖମଣ୍ଡଳରୁ ସ୍ପଷ୍ଟ ପଢିହୁଏ ‘ଭିନ୍ନ…
ଲେଖା: ଅମ୍ରିତେଶ ଖଟୁଆ “ସୌଭାଗ୍ୟର ଏ କି ମହା ଶୁଭଦିନ, ନାଚି ଉଠେ ପ୍ରାଣେ ପୁଲକ ନବୀନ। ଅଲକ୍ଷ୍ୟରେ କୋଟି ଆନନ୍ଦ-ହାବେଳି, ମନ ମଧ୍ୟେ ପଶି ଯାଉଅଛି ଖେଳି।” (ଘୁମୁସର କାବ୍ୟ ) ଦ୍ଵାଦଶ ସର୍ଗ ବିଶିଷ୍ଟ ବର୍ଣ୍ଣନାତ୍ମକ “ଘୁମୁସର କାବ୍ୟ”, କବିଶେଖରଙ୍କ ଉପେନ୍ଦ୍ର ଭଞ୍ଜଙ୍କ ପ୍ରତି ଥିବା ଅନୁରକ୍ତିକୁ ଦର୍ଶାଇ ତାଙ୍କ ଜନ୍ମଭୂମିର ଚମତ୍କାର…
ଲେଖା: ଅମ୍ରିତେଶ ଖଟୁଆ ବାମଣ୍ଡାଧିପ ବାସୁଦେବ ସୁଢଳଦେବ! ସେତେବେଳେ ତାଙ୍କର ଶାସନ କାଳ ଥିଲା ଉଜ୍ଜୟିନୀର ବିକ୍ରମାଦିତ୍ୟଙ୍କ ପରି ସ୍ଵର୍ଣ୍ଣିମ ଓ ଚିରନ୍ତନ ସ୍ମରଣୀୟ! ସାହିତ୍ଯ ଆଲୋଚନା ସହ ରାଜ୍ଯରେ ପ୍ରଭୂତ ସମୁନ୍ନତି ଫଳେ ପ୍ରଧାନପାଟ ଜଳପ୍ରପାତଠାରୁ ନେଇ ବିବିଧ ସ୍ଥଳରେ ବୈଦ୍ୟୁତିକ ଶକ୍ତିର ପରିଚାଳନାର ଶୁଭଲଗ୍ନ ହେଲା! ଓଡ଼ିଆ ଇତିହାସରେ ତାହା ଥିଲା ଅନ୍ୟତମ…
ଲେଖା: ଦେଵ ତ୍ରିପାଠୀ “ଉତ୍କଳମାତାର ଯୋଗ୍ୟତମ ସୂତ, ତୁମ୍ଭ ଯୋଗୁଁ ଆମ୍ଭେ ସର୍ବେ ହେଲୁ ପୂତ, ସିଦ୍ଧାନ୍ତ ଦର୍ପଣ ହେବ ନାହିଁ ଲୟ, ନର ଦେହେଥିବ ଯାବତ ହୃଦୟ।’’ କବିବର ରାଧାନାଥ ତାଙ୍କର ପ୍ରତିଭା ଓ କୃତିର ପ୍ରଶଂସାରେ ଶତମୁଖ ହୋଇ ଏପରି କବିତା ଲେଖିଛନ୍ତି ସେ ଥିଲେ ମହାନ ଜ୍ୟୋତିର୍ବିଦ ଓ ପଣ୍ଡିତ ମହାମହୋପାଧ୍ୟାୟ…
ଲେଖା: ନିରଞ୍ଜନ ସାହୁ ବିଦ୍ୟା ଓ ସଂସ୍କୃତି ସଚେତନ ବାମଣ୍ଡା ରାଜ୍ୟରେ ଊନବିଂଶ ଶତାବ୍ଦୀର ଦ୍ଵିତୀୟାର୍ଦ୍ଧରେ ଜନ୍ମ ନେଇଥିଲେ ଓଡ଼ିଆ ସାହିତ୍ୟର ଏକ ବିସ୍ମୟ ପ୍ରତିଭା।ସାର୍ ବାସୁଦେବ ସୁଢଳଦେବ କର୍ତ୍ତୃକ ବାମଣ୍ଡାରେ ସମ୍ଭୂତ ନବ-ଜାଗରଣର ନୂତନ ଚିନ୍ତା ଓ ଚେତନାର ପୁଷ୍ପିତ ଉଦ୍ୟାନର ମହୀୟାନ ଫଳ ‘ଜଳନ୍ଧର ଦେବ’ । ଜଳନ୍ଧର ସ୍ରଷ୍ଟା ମାନସ ବାମଣ୍ଡାରେ…
ଲେଖା: ଦେଵ ତ୍ରିପାଠୀ ସେ ଥିଲା ଯେମିତି ପ୍ରାଗୈତିହାସିକ ଅନ୍ଧକାରର ଯୁଗ । ଚାରିଆଡେ ଦୁର୍ବିସହ ଅଜ୍ଞତା, ବରଫ-ଶୀତଳ ନିଶ୍ଚେତନା, ଶଶକ-ଗୋତ୍ରୀୟ ଭୀରୁତା, ସ୍ଥାଣୁ ଜୀବନ, ନିଶ୍ଚଳ ଅଭିଳାଷର ଅନ୍ଧଗଳି ଭିତରେ ମୁମୂର୍ଷୁ-ପ୍ରାୟ ଜୀଉଁଥିଲେ ଓଡ଼ିଆମାନେ । ମୋଗଲ ଓ ମରହଟ୍ଟାଙ୍କର ଅକଥନୀୟ କଷଣର ତୋଡମାଡରେ ଅଣ୍ଟା ଭାଙ୍ଗି ଯାଇଥିବା ଗୋଟିଏ ଜାତି ନିର୍ଜୀବ,…
ଲେଖା: ଦେଵ ତ୍ରିପାଠୀ “ଜ୍ଞାନର ପେଡା ସଭିଙ୍କି ଲୋଡ଼ା, ସଭିଏଁ ଖାଇବେ ଥୋଡା ଥୋଡା ।” ପାଠକମାନଙ୍କ ପାଇଁ ଜ୍ଞାନର ପେଡ଼ି ମେଲି ଦେଇଥିବାରୁ ଯାହା ପ୍ରତି କବିବର ରାଧାନାଥ ରଚିଥିଲେ ଏପରି ପ୍ରଶସ୍ତିଗାନ, ସେ ଥିଲା ଓଡ଼ିଆ ଭାଷାର ପ୍ରଥମ ସାହିତ୍ୟପତ୍ରିକା ‘ଉତ୍କଳ ମଧୁପ’। ୧୮୭୮ ମସିହା ଏପ୍ରିଲ ମାସରେ କଟକର କତିପୟ ଉତ୍ସାହୀ…
ଲେଖା: ଦେଵ ତ୍ରିପାଠୀ ବିଂଶ ଶତାବ୍ଦୀର ପ୍ରଥମାର୍ଦ୍ଧରେ ଆମ ରାଜ୍ୟର ଜାତୀୟ ଜୀବନରେ ସମାଜସଂସ୍କାର, ଅସ୍ପୃଶ୍ୟତା ନିବାରଣ, ନାରୀଶିକ୍ଷା, ଓଡ଼ିଆ ଭାଷାର ସୁରକ୍ଷା, ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ, ସ୍ବାଧୀନତା ଆନ୍ଦୋଳନ, ସାହିତ୍ୟ ସୃଷ୍ଟି, ଗୋରକ୍ଷା, ଧର୍ମସଂସ୍କାର କ୍ଷେତ୍ରରେ ସାହସିକ ପଦକ୍ଷେପ ନେଇ ଇତିହାସ ରଚିଥିଲେ ସେ ! କେବଳ ଓଡ଼ିଶା ନୁହେଁ, ଭାରତଭୂଖଣ୍ଡର ସେ ଥିଲେ…
ଲେଖା: ସୁବ୍ରତ କୁମାର ନାୟକ ପ୍ରତି ମଣିଷ ନୂଆକରି ପୃଥିବୀକୁ ଅତିଥି ହୋଇ ଆସିଥିବା ସମୟରେ ତା’ର ପ୍ରଥମ ଶିକ୍ଷକ ମା’। ମା’ର ଭାଷା ମାତୃଭାଷା। ସମସ୍ତଙ୍କ ପରିଚୟର ମୂଳ ଯଦି ଖୋଜାଯାଏ, ତା’ର ମାତୃଭାଷାରେ ହିଁ ତା’ର ପରିଚୟ ମିଳିଯାଇଥାଏ। ମାତୃଭୂମି ପରି ମାତୃଭାଷା ପାଇଁ ମଧ୍ୟ ଏ ବିଶ୍ୱ ଅନେକ ଲଢ଼େଇ ମଧ୍ୟ…