Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
ଲେଖା: ଜ୍ୟୋତିପ୍ରକାଶ ସତ୍ୟକାମ ଦାଶ ~ ଭୋଗଦବିନାୟକ ପୀଠ ~ ପ୍ରାଚୀ ଅବବାହିକାରେ କେତେ ଯେ ଦେବଦେବୀ ପୀଠ ରହିଛି ତାର କଳନା ନାହିଁ। ପୁଣ୍ୟତୋୟା ପ୍ରାଚୀ ଯେ ଖାଲି ଗିରିସୂତା ପରାଶକ୍ତି ବା ମହାଦେବ ଅଥବା ମାଧବ ଉପାସନାର କେନ୍ଦ୍ର ନଥିଲା। ଅପିତୁ ଗାଣପତ୍ଯ ଉପାସନାର ମଧ୍ଯ ମହାନ କେନ୍ଦ୍ର ଥିଲା। ଏଥିମଧ୍ୟରୁ ଅନ୍ଯତମ…
ଲେଖା: ଦେଵ ତ୍ରିପାଠୀ “ମହୋଦଧି ତଟେ ଦେବୀ ହରଚଣ୍ଡୀ ମହୋତ୍କଟା, ମହାନଦୀ ତଟେ ତଦ୍ଦତ୍ ଚର୍ଚ୍ଚିକା ଚଣ୍ଡରୂପିଣୀ ଭଟ୍ଟାରିକା ମହାମାୟା ମହାପର୍ବତ ବାସିନୀ ମଙ୍ଗଳା ସର୍ବଶୁଭଦା ପ୍ରାଚୀନଦୀ ତଟେସ୍ଥିତା, ଋଷିକୁଲ୍ୟା ତୀରେ ଦେବୀ ତାରିଣୀଂ ଭୟହାରିଣୀ ବାଣନଗ୍ରେ ଭଗବତୀ ଚୋଗ୍ରାଚୈତ୍ର ତଥୈବଂ ଚ ଚନ୍ଦ୍ରଭାଗା ତଟେ ସାକ୍ଷାତ ରାମଚଣ୍ଡୀ ଶୁଭାନାନା ଭାବନ୍ୟଷ୍ଟ ମହାକାଳୀ ରୂପିଣୀ କ୍ଷେତ୍ରପାଳିକା”…
ଲେଖା: ଦେଵ ତ୍ରିପାଠୀ “ବାଙ୍କୀଗଡେ ମା’ ଚର୍ଚ୍ଚିକା ସିନ୍ଦୂର ମଣ୍ଡିତା, ଅଷ୍ଟଚଣ୍ଡୀ ମଧ୍ୟେ ନାମ ଉତ୍କଳ ବନ୍ଦିତା, ଭକ୍ତଙ୍କ ହିତ ସାଧନେ ବାଙ୍କୀଗଡ଼େ ଉଭା ଯୁଗେ ଯୁଗେ ମା’ ଚର୍ଚ୍ଚିକା ବିରାଜନ୍ତି ଶୋଭା, ଭକ୍ତଙ୍କୁ କୋଳକୁ ଟାଣି, କପାଳରେ ହାତ ଦେଇ ବରଷନ୍ତି କୃପାଜଳ ଅବିରତ II” ମାତୃଶକ୍ତି ଯୁଗେ ଯୁଗେ ବନ୍ଦନୀୟା । ସେ…