Physical Address
Sai Samarpanam, Satya Vihar, Bhubaneswar
ଲେଖା: ଦେଵ ତ୍ରିପାଠୀ ଆବୁଆ ରାଜା ଇତେ ଜାନା, ମହାରାନୀ ରାଜ ଟୁଡୁ ଜାନା II ଊନବିଂଶ ଶତାବ୍ଦୀର ଶେଷଭାଗରେ ଭାରତର ପୁର୍ବାଞ୍ଚଳର ଘଞ୍ଚ ଜଙ୍ଗଲ ମଧ୍ୟରେ ଯେଉଁ ବିପ୍ଲବର ସ୍ଵର ଝଂକୃତ ହୋଇଥିଲା, ‘ଆବୁଆ ରାଜା ଇତେ ଜାନା, ମହାରାନୀ ରାଜ ଟୁଡୁ ଜାନା’ (ମହାରାଣୀଙ୍କ ସାମ୍ରାଜ୍ୟ ପତନ ହେଉ ଏବଂ ଆମ ସାମ୍ରାଜ୍ୟର…