Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
ଲେଖା: ଶ୍ରୀକାନ୍ତ ସିଂହ କବି ଜୟଦେବ, ଗୀତଗୋବିନ୍ଦ ଓ ଶ୍ରୀଜଗନ୍ନାଥ ଏ ସଭିଙ୍କର ମୂଳ ଉତ୍ସ ହେଉଛନ୍ତି ପ୍ରାଚୀତଟରେ ବିରାଜମାନ କରୁଥିବା ପ୍ରଭୁ ମାଧବାନନ୍ଦ l କୁହାଯାଏ, ଯେଉଁ ପଦ୍ୟାଂଶ “ଦେହି ପଦପଲ୍ଲବ ମୁଦାରମ୍”କୁ ଲେଖିବାବୁ ସଂକୋଚ ବୋଧ କରି କବି ଲେଖି ପାରି ନଥିଲେ; ତାହାକୁ ସ୍ବୟଂ ମାଧବ କବିଙ୍କ ଛଦ୍ମ ରୂପରେ ଆସି…
ସେ ଥିଲେ ସୁରର ସମ୍ରାଟ, ତାଙ୍କ ସୁରରେ ଥିଲା ଅପୂର୍ବ ଶିହରଣ, ଶ୍ରୋତାର ମନରେ ଆଣୁଥିଲା ପୁଲକ, ସେ ଗଢିଥିଲେ ସୁରର କୋଣାର୍କ, ସେ ଥିଲେ ଓଡ଼ିଆ ଶାସ୍ତ୍ରୀୟ ସଙ୍ଗୀତର ମଉଡ଼ମଣି, ସେ ଥିଲେ ସୁରମଣି ପଦ୍ମଶ୍ରୀ ପଣ୍ଡିତ ଡଃ ରଘୁନାଥ ପାଣିଗ୍ରାହୀ . .
ଲେଖା: ନିରଞ୍ଜନ ସାହୁ ~ ଓଡ଼ିଆପୁଅ ଜୟଦେବ ~ “ଲଳିତଲବଙ୍ଗଲତା ପରିଶୀଳନ କୋମଳ ମଳୟ ସମୀରେ ମଧୁକରନିକର କରଂବିତ କୋକିଳ କୂଜିତ କୁଞ୍ଜକୁଟୀରେ, ବିହରତି ହରିରିହ ସରସ ବସନ୍ତେ, ନୃତ୍ୟତି ଯୁବତୀଜନେନ ସମଂ ସଖି ବିରହିଜନସ୍ୟ ଦୁରନ୍ତେ।” ଲଳିତ ଶବ୍ଦ ପ୍ରୟୋଗ ଓ ପଦବିନ୍ୟାସରେ ବିଶ୍ୱବାସୀଙ୍କୁ ଚକିତ କରିପାରିଥିବା ମହାନ୍ ସଂସ୍କୃତ କବି, ‘ଗୀତଗୋବିନ୍ଦ‘ର ରଚୟିତା…
ଲେଖା: ନିରଞ୍ଜନ ସାହୁ ହେ ମାଧବ ! ରାଗାତ୍ମିକା ଭକ୍ତିର ଏହି ବାରଟି ସର୍ଗ ଭଗବତ୍ ଲୀଳା ମାଧ୍ୟମରେ ଗୀତଗୋବିନ୍ଦ ମହାକାବ୍ୟରେ ପ୍ରକାଶିତ। ତାହାହିଁ ତମର ନିଜ କଥା । ପ୍ରାଚୀ ଉପତ୍ୟକାର ଦ୍ଵାଦଶ ମାଧବ ବୋଧେ ଏହି ଦ୍ଵାଦଶ ସର୍ଗର ଭିତ୍ତି ! ହ୍ଲାଦିନୀ ଅଂଶ ସମ୍ଭୁତା ଶ୍ରୀରାଧା ଓ ମାଧବଙ୍କ ଲୀଳା ସ୍ଵଛ…
ସେହି ଯୁବକ ବ୍ରାହ୍ମଣ ଜୟଦେବଙ୍କ ଭିତରେ ତମେ କ'ଣ ଦେଖିଥିଲ ନିଜକୁ ! ସେଇଥିପାଇଁ ହେ ବିଦ୍ଗଧ ମାଧବ, ଆପଣେଇ ନେଇଥିଲ କି ପଦ୍ମାବତୀଙ୍କୁ ? ରାଧାରାଣୀ ପଦ୍ମାବତୀ ରୂପେ ଏବଂ ଶ୍ରୀକୃଷ୍ଣ ଜୟଦେବ ରୂପରେ ସତରେ ତେବେ କ'ଣ ଧରାବତରଣ ହୋଇଥିଲେ ନିଜର ଲୀଳା ପ୍ରଚାର ସହ ଅନୁପମ ଶ୍ରୀଗୀତଗୋବିନ୍ଦ ରଚନା କରିବାକୁ ?
ଲେଖା: ନିରଞ୍ଜନ ସାହୁ “କି ହେଲାରେ, କହିତ ନୁହଇ ଭାରତୀରେ କାଲି ଯା ଦୂରରୁ ଦେଖି, କଳନା କଲା ମୋ ଆଖି, କଳା ଇନ୍ଦ୍ରୀବର ଆରତି ରେ “ କାହ୍ନୁରେ . . ଏ ଗୀତ ସିନା ରାଧିକାଙ୍କ ଉକ୍ତି ଥିଲା ଲଳିତାଙ୍କ ପ୍ରତି କବିସୂର୍ଯ୍ୟଙ୍କ ଲେଖନୀରେ, ହେଲେ ମତେ ଲାଗୁଚି ଏ ଯେମିତି ସଭିଙ୍କ…
ଲେଖା: ଦେଵ ତ୍ରିପାଠୀ ସୁଧାଭକ୍ତିର ଉଦ୍ଗାତା ମହାକବି ଜୟଦେବ ! ଥିଲେ ଜଣେ ଯୁବସାଧୁ । ଗୃହସ୍ଥାଶ୍ରମୀ । ଦିନରାତି ବିଭୁଭକ୍ତିରେ ମଗ୍ନ ରହୁଥିଲେ ସେ । ତାଙ୍କ ହୃଦୟସାଗରରେ ଖେଳୁଥିଲା ଶ୍ରୀରାଧାକୃଷ୍ଣଙ୍କ ମାଧୁର୍ଯ୍ୟରସର ବିବିଧ ଲୀଳାତରଙ୍ଗ । ନିତିଦିନ ଯେଉଁ ଲୀଳା ଅନୁଭବ କରନ୍ତି ତା’କୁ ସୁଲଳିତ ସଂସ୍କୃତ ଛନ୍ଦରେ ଲିପିବଦ୍ଧ କରି ସେ…
ଲେଖା: ଦେଵ ତ୍ରିପାଠୀ ଯେଉଁ ପବିତ୍ର ମାଟିରେ ଜନମି ଲୀଳାଖେଳା କରିବା ପାଇଁ ଭଗବାନ ମଧ୍ୟ ସୈାଭାଗ୍ୟ ମଣନ୍ତି ସେଇ ପବିତ୍ର ମାଟିକୁ ପୂଜା ଆରାଧନା କରି ଓଡ଼ିଆ ଚଷାପୁଅ ପ୍ରସ୍ତୁତ ହୁଏ ଚାଷକାମ ପାଇଁ । ସେଇ ସ୍ବର୍ଗାଦପି ଗରୀୟସୀ ମାଟି ମା’ ଆମକୁ ଯୋଗାଇଥାଏ ଖାଦ୍ୟ, ବାସ ଓ ବସ୍ତ୍ର । ଜନନୀସ୍ବରୂପା…
ଲେଖା: ଦେଵ ତ୍ରିପାଠୀ ~ ଦିବ୍ୟନୀତି ୧ ~ ~ ମଙ୍ଗଳ ଆରତୀ ~ ସେବକମାନେ ଶ୍ରୀମନ୍ଦିର ମଧ୍ୟରେ ପ୍ରବେଶ କରିବା ପରେ ଦିଅଁ ଶୟନ କରିଥିବା ଖଟଶେଯ ଇତ୍ୟାଦିକୁ ‘ଖଟଶେଯ ମେକାପ’ ସେବକ ଶେଯଘରକୁ ନେଇଯା’ନ୍ତି । ଦିଅଁମାନଙ୍କର ଶଯ୍ୟାତ୍ୟାଗ ପରେ ହୁଏ ମଙ୍ଗଳ ଆଳତି । ମଙ୍ଗଳ ଆଳତିରେ ତିନୋଟି ରୂପାଥାଳିରେ କର୍ପୁର,…