Tag ଗୀତିନାଟ୍ୟ

ଲୋକକବି

ଲେଖା ଦେଵ ତ୍ରିପାଠୀ ୧୯୦୩ ମସିହା । ଶ୍ମଶାନିତ ହୋଇ ସରୀସୃପ ନିଦ୍ରାରେ ଶୋଇ ପଡିଥିବା ଇତିହାସ ପ୍ରସିଦ୍ଧ ଜାତିଟି କଡ଼ ଲେଉଟିବାକୁ ଆରମ୍ଭ କରିଥିଲା। ଯୁଗପୁରୁଷ ମଧୁବାବୁଙ୍କ ପ୍ରଭାବରେ ରାଜ୍ୟର ବହୁ ପ୍ରାନ୍ତ, ବହୁ ମୂଲକରୁ ଶୁଭୁଥିଲା ରଣହୁଙ୍କାର । ସ୍ତିମିତପ୍ରାୟ ଧିମେଇ ରହିଥିବା ବହୁ ଆଗ୍ନେୟଉତ୍ସ ସାମିଲ ଥିଲେ ସେଇ ମହାସ୍ରୋତରେ !…

ଯୋଡ଼ା ଝୁଲଣର କଥା: ମାଳତୀ ଝୁଲଣ

ଲେଖା: ଇଂ ବିଷ୍ଣୁ ମୋହନ ଅଧିକାରୀ ଆମ ଉତ୍କଳରେ ବାରମାସେ ତେର ପର୍ବ। ଏହା ସଭିଙ୍କୁ ଗୋଚର। ମହାପ୍ରଭୁ ଲୀଳାମୟ ଜଗନ୍ନାଥଙ୍କ ଅନେକ ପର୍ବ ମଧ୍ୟରୁ ତ୍ରିରାସ ଅନ୍ୟତମ । ତନ୍ମଧ୍ୟରୁ ଝୁଲଣ ଉତ୍ସବଟି ପ୍ରଧାନ। ବର୍ଷକରେ ଥରେ ଏହା ଶ୍ରାବଣ ଶୁକ୍ଳ ଦଶମୀରୁ ଭାଦ୍ରବ ପ୍ରତିପଦା ଯାଏଁ ପାଳନ ହୁଏ। ଏଥିରେ ସୁନ୍ଦର ଯୁଗଳ…

ଗୋପାଳ ଛୋଟରାୟ

ଲେଖା: ଦେଵ ତ୍ରିପାଠୀ ଥିଲେ ଜଣେ ମହାନ ନାଟ୍ୟକାର । ଜଣେ ସରଳ ଗ୍ରାମ୍ୟ ବାଳିକାର ଏକ ଜଟିଳ ଭବିତବ୍ୟ ଭିତରେ ବଡ ହୋଇ ଉଠିବାର ଏକ ବହୁକୋଣୀୟ ଅଭିଜ୍ଞତାକୁ ନେଇ ସେ ରଚିଥିଲେ ‘ନଷ୍ଟଉର୍ବଶୀ’ ନାଟକ । ସେଇ ଉପଜୀବ୍ୟ କାହାଣୀର କଥାବସ୍ତୁ ଯେତିକି ଗ୍ରାମ ଆଉ ସହର ସହିତ ସଂପୃକ୍ତ ସେତିକି ପ୍ରେମ…

ଯାତ୍ରାପୋଷାକର ଗାଁ

ଲେଖା: ଦେଵ ତ୍ରିପାଠୀ ନିହାତି ପିଲାଦିନର କଥା । ଗାଁକୁ କେବେ ଯାତ୍ରା ଆସିଲେ ଘରେ ଘରେ ବନ୍ଧୁବାନ୍ଧବ ପହଞ୍ଚିଯା’ନ୍ତି । ଆମେ ପିଲାମାନେ ଖରାବେଳୁ ସଞ୍ଜ ନଇଁବା ଯାଏଁ ମାତିଯାଉ ବେଲୁନ ଆଉ କଣ୍ଢେଇ କିଣିବାରେ । ସଞ୍ଜ ନଇଁଗଲେ ସପମଶିଣା, ଚଟେଇ ଖଣ୍ଡେ କାଖରେ ଜାକି ଧାଇଁ ଯାଉ ଯାତ୍ରାପଡିଆକୁ, ପରିବାର ଲୋକ…