Tag ଗୋପବନ୍ଧୁ

ଭୀମଭୋଇ ଓ ଗୋପବନ୍ଧୁ

~ ଭୀମଭୋଇ ଓ ଗୋପବନ୍ଧୁ: ଦୁଇ କବିମନୀଷୀଙ୍କ ଦୃଷ୍ଟି ଓ ଦର୍ଶନ ~ ଲେଖା: ଅଧ୍ୟାପକ ବିଶ୍ଵରଞ୍ଜନ ଓଡ଼ିଶାର ମାଟିରେ ଏଭଳି ଦୁଇ କବି ମନୀଷୀଙ୍କର ଆବିର୍ଭାବ ଘଟିଥିଲା, ଯେଉଁମାନଙ୍କର ବ୍ୟକ୍ତି ଜୀବନ ଉତ୍ତରିତ ହୋଇଥିଲା ବିଶ୍ଵଜୀବନକୁ । ଏହି ଦୁଇ ମହାତ୍ମା ନିଜର ଦୃଷ୍ଟି ଓ ସୃଷ୍ଟି ମାଧ୍ୟମରେ ମାନବିକତାର ଯେଉଁ ମହାମନ୍ତ୍ର ଗାନ କରିଥିଲେ,…

ସବୁରି ଚିତ୍ତଚୋର

ସୌରଭିତ ସୃଷ୍ଟି: ଗୋଦାବରୀଶ ମହାପାତ୍ର ଉତ୍କଳମଣି ଗୋପବନ୍ଧୁ ଗଞ୍ଜାମରେ କୌଣସି ଏକ ପଲ୍ଲୀ ସଭାକୁ ଗଲାବେଳେ ଏକ କୌତୁକାଵହ ଘଟଣାଟିଏ ଘଟିଥିଲା । ଭିକ୍ଷାକରି ଚଳୁଥିଵା ଦୁଇଜଣ ବୁଢ଼ୀ ଗୋପବନ୍ଧୁଙ୍କୁ ସବାରିରେ ଯିଵା ଦେଖି ଜଣେ କିଏ ବର ଵିଭାହୋଇଯାଉଛି ବୋଲି ମନେକରି ସଭାକୁ ଯାଇଥିଲେ । ଉଭୟ ବୁଢୀ଼ ପରସ୍ପରରେ କଥା ହେଉଥାନ୍ତି ।…

ପଣ୍ଡିତ ଗୋପବନ୍ଧୁ

ଲେଖା: ବୁଦ୍ଧଦେବ ପ୍ରଧାନ ଉଣେଇଶ ଶହ ଅଠେଇଶ ଜୁନ ସତର ତାରିଖ, ତିଥି ଅନୁସାରେ ଆଷାଢ଼ ଅମାବାସ୍ୟା, ନେତ୍ରଉତ୍ସବରେ “ସମାଜ” ସେହିଦିନ ଠାରୁ ଶ୍ରାଦ୍ଧ ପାଳନ କରୁଛି I ଓଡ଼ିଆ ଜାତି ପାଇଁ ସ୍ମୃତି ବହନକାରୀ ସ୍ମୃତିତର୍ପଣ ଦିବସ, ଆତ୍ମସମୀକ୍ଷାର ଦିବସ I ଓଡ଼ିଆ ଜାତିର ଚୀର ନମସ୍ୟ, ଚୀର ପୂଜନୀୟ, ନମସ୍ୟ ଦୂରଦ୍ରଷ୍ଟା ମହାମନୀଷୀ…

ମାନଵଵାଦୀ ଉତ୍କଳମଣି

ଉପସ୍ଥାପନା: ଗଣେଶ ଚନ୍ଦ୍ର ସିଂହ ଓ ଶିଶିର ସାହୁ ମନୋଜ ଅଵକାଶ ଚିନ୍ତା ଓଡ଼ିଆ ଭାଷାର ସାହିତ୍ୟ ସମ୍ଭାରରେ ଏକ ଅମୂଲ୍ୟ ସମ୍ପଦ । ଓଡ଼ିଆ ଭାଷାରେ ନାନାଦି କାଵ୍ଯ କଵିତା ସଂଗ୍ରହ ସଂକଳନ ରହିଛି କିନ୍ତୁ ତନ୍ମଧ୍ୟରେ ମାନଵଵାଦୀ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ରଚିତ ଏହି କଵିତା ପୁସ୍ତକଟି ସତରେ ନିଆରା କହିଲେ…

ଉତ୍କଳମଣିଙ୍କ ଦେହାବସାନ

~ ଉତ୍କଳମଣିଙ୍କ ଦେହାବସାନ ~ ଲେଖା: ଅମୃତେଶ ଖଟୁଆ ୧୯୨୮, ଏପ୍ରିଲ ୨୨ ତାରିଖ ! ‘ଲୋକସେବକ ମଣ୍ଡଳ‘ ବାର୍ଷିକ ଅଧିବେଶନ ପାଇଁ ସମସ୍ତେ ପହଞ୍ଚିଲେ। ତିନି ଦିନିଆ ଅଧିବେଶନ ଶେକୁ ୨୫ ତାରିଖରେ ସରିଲା। ଉତ୍କଳମଣି ନିର୍ବାଚିତ ହୋଇଲେ ‘ଲୋକସେବକ ମଣ୍ଡଳ’ର ଉପସଭାପତି ରୂପେ ନିର୍ବାଚିତ ହୋଇଲେ। କୌଣସି ଓଡ଼ିଆ ଏହିପରି ଏକ ବଡ଼…

ପ୍ରାଦେଶିକ

ସୌରଭିତ ସୃଷ୍ଟି: ପ୍ରେମିକକବି ଡ. ମାୟାଧର ମାନସିଂହ ଆଜି ଯଦି ଗୋପବନ୍ଧୁ ଥାଆନ୍ତେ ? ଆଜି ସତ୍ୟସାଧକ ଦେବାତ୍ମା ଗୋପବନ୍ଧୁ ଥିଲେ, ହୁଏତ ଜଣେ ନକ୍ସଲ ଭାବେ ଆମେ ତାଙ୍କୁ ଦେଖୁଥାଆନ୍ତୁ, ଆଜି ସମାଜରେ ଗୋପବନ୍ଧୁ ନିଜର ମାନମହତ ହରେଇଥାଆନ୍ତେ । ଏବେ ଏହା ଆମ ମନରେ ଏକ ପ୍ରଶ୍ନବାଚୀ । ଏହି କ୍ରମରେ ଓଡ଼ିଆଭାଷା…

ମୃତ୍ୟୁଞ୍ଜୟ ରଥ 

~ ମୃତ୍ୟୁଞ୍ଜୟ ରଥ ~ ଲେଖା: ଅମୃତେଶ ଖଟୁଆ ~ କାବ୍ୟତୀର୍ଥ ବାଣୀଭୂଷଣ : ମୃତ୍ୟୁଞ୍ଜୟ ରଥ ~ କରିଛ ତୁମ୍ଭେ ନବ ସ୍ବର୍ଗ-ପ୍ରବାସ,  ଅନୁସରନ୍ତି ସୁଖେ ଅଛି କି ଆଶ ! ମାତ୍ର ଏ ଜନେ ସିନା ଭୁଞ୍ଜିବେ ଦୁଃଖ, ତୁମ୍ଭ ଆୟତ୍ତ ଯେଣୁ ସବୁରି ସୁଖ।” (କୁମ୍ଭାରସମ୍ଭବମ୍, ଚତୁର୍ଥ ସର୍ଗ : ଅନୂଦିତ…

କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର

ଲେଖା: ଦେଵ ତ୍ରିପାଠୀ ~ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ~ ଭଦ୍ରକ । ଜିଲ୍ଲା ସମ୍ମିଳନୀ । ତତ୍କାଳୀନ ନବଜାଗ୍ରତ ଉତ୍କଳର ଅପ୍ରତିଦ୍ଵନ୍ଦୀ ନେତା ସନ୍ଥମହାତ୍ମା ଭାରତମଣି ଗୋପବନ୍ଧୁ ସେ ସଭାରେ ଉପସ୍ଥିତ । ସଭାର ପ୍ରାରମ୍ଭରେ ଗାନ ହେଲା ଆବାହନୀ ସଙ୍ଗୀତ: “ଉଡାଇ ନିଶାଣ, ବଜାଇ ଭେରୀ ଜଗାଇ ବିପୁଳ ପୁଲକ କମ୍ପ, ମନ୍ତ୍ରପୂତ…