Tag ଗୋପାଳଚନ୍ଦ୍ର ପ୍ରହରାଜ

ଗୋପାଳଚନ୍ଦ୍ର ପ୍ରହରାଜ

ଲେଖା: ସୁଦର୍ଶନ ଆଚାର୍ଯ୍ୟ ~ ଗୋପାଳଚନ୍ଦ୍ର ପ୍ରହରାଜ ବ୍ୟକ୍ତି ଓ ବ୍ୟକ୍ତିତ୍ଵ ~ ପାରଳାଖେମୁଣ୍ଡିର ଅଦ୍ଭୁତକର୍ମା ପଣ୍ଡିତ ଗୋପୀନାଥ ନନ୍ଦଶର୍ମାଙ୍କ ରଚନାବଳୀ ସଂଗ୍ରହ ଅବସରରେ ଦିନେ କୌତୂହଳବଶତଃ କଟକ ଫେରିବା ରାସ୍ତାରେ ବାଣପୁରର ସ୍ୱନାମଧନ୍ୟ ସ୍ୱର୍ଗତ ଡାକ୍ତର ରାଧାଚରଣ ପଣ୍ଡାଙ୍କ ଘରେ ଯାଇ ପହଞ୍ଚିଲି । ସେ ଥିଲେ ପଣ୍ଡିତ ନନ୍ଦଶର୍ମାଙ୍କ ପ୍ରିୟ ଛାତ୍ର ।…

ଗୋପାଳଚନ୍ଦ୍ର ପ୍ରହରାଜ

ଲେଖା: ଅମ୍ବିକା ପଟ୍ଟନାୟକ ~ ଗୋପାଳ ଚନ୍ଦ୍ର ପ୍ରହରାଜ ~ ୧. ନେତାମାନେ ଓଡିଶା ମାତାକୁ କେତେବେଳେ ପାଟପତନୀ, କେତେବେଳେ ପିଚାପାଡ଼ିଆ ଶାଢ଼ୀ, କେତେ ବେଳେ କେଳୁଣୀ କଛା, କେତେବେଳେ ଗାଉନ, କେତେ ବେଳେ ବାହୁ ଖଡ଼ୁ, କେତେବେଳେ ବ୍ରାସଲେଟ ଏବଂ କେତେ ବେଳେ ଯାହା ମନ ତାହା ପିନ୍ଧେଇ ମଞ୍ଚ ଉପରେ ତାମସା କରନ୍ତି…

ଆମ ଲୋକସାହିତ୍ୟ

ଗବେଷଣା ଓ ଉପସ୍ଥାପନା: ଡ. ସୁରେନ୍ଦ୍ର କୁମାର ମହାରଣା ~ ଆମ ଲୋକସାହିତ୍ୟ ~ (ଭାଗ ୨) ଆମେ ଜାଣୁ ଆମ ଲୋକସାହିତ୍ୟ ଅବା ଲୋକଗୀତର ରଚୟିତା ଜଣେ ନୁହେଁ, ଅଗଣିତ । ପୁଣି ଏହା କୌଣସି ଏକ ନିର୍ଦ୍ଦିଷ୍ଟ ଦଳ ବା ସମ୍ପ୍ରଦାୟର ନୁହେଁ । ଏହା ଅନେକ ଗ୍ରାମ୍ୟ ଅଶିକ୍ଷିତ ଜନତାଙ୍କ ବିଚକ୍ଷଣ…

ଗୋପାଳଚନ୍ଦ୍ର ପ୍ରହରାଜ

ଲେଖା: ଦେଵ ତ୍ରିପାଠୀ “ପାଇଲି ଅସଲ ଚିଜ ହେଉ ତାହା ଛଡ଼ା, ନିରୋଳ ଓଡ଼ିଆ କଥା ଥିଲା ମୋର ଲୋଡା, ପଢିଲି ସାହିତ୍ୟ ବସି ପହରେକ ଆଜ, ଠିକ୍ ଠିକ୍ ଗାଇ ଯାଇଛନ୍ତି ପ୍ରହରାଜ . . “ ଯାହାଙ୍କ ପ୍ରଶଂସାରେ ବ୍ୟାସକବି ଫକୀରମୋହନ ଏପରି ଶତମୁଖ ହୋଇପଡ଼ିଥିଲେ, ସେଇ ମହାନ ସ୍ରଷ୍ଟା କିନ୍ତୁ ଆମ…

ରାଜର୍ଷି ବିକ୍ରମଦେବ ବର୍ମା

~ ସାହିତ୍ୟସମ୍ରାଟ ରାଜର୍ଷି ବିକ୍ରମଦେବ ବର୍ମା ~ ଲେଖା: ଅମୃତେଶ ଖଟୁଆ “ଏହିଭଳି ଜଣେ ଯଦି ଥାଆନ୍ତା ଉତ୍ତରେ ନିଶରେ ହାତ ପକାଇ ବୁଲୁଥା’ନ୍ତି ମୁହିଁ, ଧନ୍ୟ ହେ ବିକ୍ରମ ଦେବ ପଣ୍ଡିତ ରଜନ ମହାରାଜ ଜୟପୁର ଉତ୍କଳ ଭୂଷଣ, ତୁମ୍ଭର କବିତ୍ଵ ରାଧାମାଧବ ନାଟକ, ପଢ଼ି ଜ୍ଞାନ କରେ ମୋର ଜୀବନ ସାର୍ଥକ।” (ଉତ୍କଳ…

ଶାନ୍ତନୁ କୁମାର ଆଚାର୍ଯ୍ୟ 

ଲେଖା: ଦେଵ ତ୍ରିପାଠୀ ରସାୟନ ବିଜ୍ଞାନର ଅଧ୍ୟାପକ ଭାବରେ ସେ ହୃଦୟଙ୍ଗମ କରିପାରିଥିଲେ ଯେ ଏଇ ବିଜ୍ଞାନର ଉର୍ଦ୍ଧ୍ବରେ ଅନେକ କିଛି ଅଛି ଯାହା ଏହି ବିଜ୍ଞାନ କେବେ ଦେଇପାରିବ ନାହିଁ । ଏଇ ବିଜ୍ଞାନ କେବେ ଆତ୍ମାକୁ ଛୁଇଁ ପାରିବ ନାହିଁ । ଆତ୍ମାକୁ ଛୁଇଁବାର କ୍ଷମତା ଅଛି କେବଳ ସାହିତ୍ୟର ! ତେଣୁ…

ମହାରାଜା ଆର୍ତ୍ତତ୍ରାଣ ଦେବ

ଗଡ଼ଜାତ ମିଶ୍ରଣ ପୂର୍ବରୁ ଆମ ରାଜ୍ୟରେ ଥିବା ବିଭିନ୍ନ ଦେଶୀୟ ରାଜାମାନଙ୍କ ଅନ୍ୟାୟ, ଅତ୍ୟାଚାର ଶାସନ ଏକ କଳଙ୍କମୟ ସମୟ ଥିଲା ବୋଲି ଇତିହାସ କହେ । କିନ୍ତୁ ସେ ବେଳରେ ମଧ୍ୟ ଏପରି ରାଜା ଥିଲେ ମହୀୟାନ ନିଜର ପ୍ରଜାବାତ୍ସଲ୍ୟ ତଥା ରାଜ୍ୟର କଳା ସଂସ୍କୃତି, ସାହିତ୍ୟର ବିକାଶ ନିମନ୍ତେ ସମର୍ପିତ . .

ପ୍ରଥମ ଭାଷାତତ୍ତ୍ୱ

ଲେଖା: ଦେଵ ତ୍ରିପାଠୀ ଆମେ ସାଧାରଣତଃ ଗୋପାଳଚନ୍ଦ୍ର ପ୍ରହରାଜଙ୍କ ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷକୁ ଓଡ଼ିଆ ଭାଷାର ସର୍ବପ୍ରଥମ ସମ୍ପୂର୍ଣ୍ଣ ଭାଷାକୋଷ ଭାବରେ ଜାଣୁ । କିନ୍ତୁ, ବାସ୍ତବରେ ପୂର୍ଣ୍ଣଚନ୍ଦ୍ର ଭାଷାକୋଷ ପ୍ରକାଶ ହେବାର ପ୍ରାୟ ୧୫ ବର୍ଷ ପୂର୍ବରୁ ହିଁ ପ୍ରକାଶ ପାଇଥିଲା ଶବ୍ଦ ତତ୍ତ୍ଵବୋଧ ଭାଷାକୋଷ । ଅଧ୍ୟାପକ ପଣ୍ଡିତ ଗୋପୀନାଥ ନନ୍ଦଶର୍ମାଙ୍କ ଦୀର୍ଘ…