Tag ଗୋପାଳବଲ୍ଲଭ

ଲକ୍ଷ୍ମୀନାରାୟଣ ବେଶ

ଲେଖା: ଶ୍ରୀଜଗନ୍ନାଥଙ୍କ ଜନୈକ ଚରଣାଶ୍ରିତ ~ ଲକ୍ଷ୍ମୀନାରାୟଣ ବେଶ ବା ଠିଆକିଆ ବେଶ ~ କାର୍ତ୍ତିକ ଶୁକ୍ଳ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ ଅନୁଷ୍ଠିତ ହୋଇଥାଏ। ଶ୍ରୀଜଗନ୍ନାଥଙ୍କର ଅନ୍ୟ ସବୁ ବେଶ ପରି ଏହି ବେଶ ମଧ୍ୟ ଖୁବ ସୁନ୍ଦର। ଶ୍ରୀଜଗନ୍ନାଥ ଧର୍ମ ଓ ବିଭିନ୍ନ ସଂପ୍ରଦାୟର ଦେବତା ଭାବରେ ପରିଗଣିତ ହେଲେ…

ଦିବ୍ୟନୀତି

ଲେଖା: ଦେଵ ତ୍ରିପାଠୀ ~ ଦିବ୍ୟନୀତି ୧ ~ ~ ମଙ୍ଗଳ ଆରତୀ ~ ସେବକମାନେ ଶ୍ରୀମନ୍ଦିର ମଧ୍ୟରେ ପ୍ରବେଶ କରିବା ପରେ ଦିଅଁ ଶୟନ କରିଥିବା ଖଟଶେଯ ଇତ୍ୟାଦିକୁ ‘ଖଟଶେଯ ମେକାପ’ ସେବକ ଶେଯଘରକୁ ନେଇଯା’ନ୍ତି । ଦିଅଁମାନଙ୍କର ଶଯ୍ୟାତ୍ୟାଗ ପରେ ହୁଏ ମଙ୍ଗଳ ଆଳତି । ମଙ୍ଗଳ ଆଳତିରେ ତିନୋଟି ରୂପାଥାଳିରେ କର୍ପୁର,…