Tag ଚମ୍ପୂ

ଝୁଲଣଯାତ୍ରା (Jhulana Jatra)

ଲେଖା: ବନ୍ଧନ ଦଳାଇ ମହାପ୍ରଭୁ ଶ୍ରୀଜଗନ୍ନାଥ ଲୀଳା ପୁରୁଷୋତ୍ତମ ଶ୍ରୀକୃଷ୍ଣ ରୂପରେ ସମ୍ବୋଧିତ। ଶ୍ରୀଚୈତନ୍ୟଙ୍କ ଦୃଷ୍ଟିରେ ମହାପ୍ରଭୁ ହେଉଛନ୍ତି ଶ୍ରୀରାଧା ଶ୍ରୀକୃଷ୍ଣଙ୍କର ମିଳିତ ବିଗ୍ରହ ପ୍ରେମ ପୁରୁଷ ଶ୍ରୀକୃଷ୍ଣ ଏବଂ ପ୍ରକୃତି ସ୍ୱରୁପା ଶ୍ରୀରାଧାଙ୍କର ନିତ୍ୟରାସକାଳୀନ ଯୁଗନଦ୍ଧ ରୂପ ହିଁ ରତ୍ନ ସିଂହାସନାରୂଢ ଶ୍ରୀଜଗନ୍ନାଥ। ‘ଐଶ୍ୱର୍ଯ୍ୟ ମାଧୁର୍ଯ୍ୟ ଘେନି ସିଂହାସନ ପରେ, ବିଜୟ କରିଅଛନ୍ତି ଚତୁର୍ଦ୍ଧା…

ନିମାଇଁ ଚରଣ

~ ନିମାଇଁ ଚରଣ ~ ଲେଖା: ଅମୃତେଶ ଖଟୁଆ “ଚକାଡୋଳା କିମ୍ପା ଡକା, କିମ୍ପା ଡକା ନ ଶୁଣ… ଡକାବଜା ପ୍ରଭୁ ଥକା ହୋଇ ବସି  ବିକଶିଲ ତୁମ୍ଭେ ଏ କେଉଁ ଗୁଣ।” ସୁରମାଧୁରୀର ପଟାନ୍ତର ଏକ ହିଁ ଜଗନ୍ନାଥ… ବିଦଗ୍ଧକବି ଅଭିମନ୍ୟୁ ମଧ୍ୟ ଏହିପରି ମାନପୂର୍ବକ ଥର କହି ଦେଇଥିଲେ – “ଦୁଃଖୀ ଜଣାଇଲେ…

ମହନ୍ତ ବିହାରୀ ଦାସ

ଲେଖା: ଦେଵ ତ୍ରିପାଠୀ ଥିଲେ ଜଣେ ମଠମହନ୍ତ । ସେ ମଠର ବହଳ ଚାରିକାନ୍ଥ ଭେଦି ତାଙ୍କ ମନପ୍ରାଣକୁ ଭେଦୁଥିଲା ବିକଳ ଡାକ ! ସେଇ ମାଟିର ଡ଼ାକ, ମାଟିମା’ର ଡାକ ! ତାଙ୍କ କାନରେ ବାଜୁଥିଲା ଭାଷାଜନନୀର ବିକଳ କାନ୍ଦଣା । ବିଦେଶୀ ହିନ୍ଦୀଭାଷାର ପ୍ରଚଣ୍ଡ ଆଘାତରେ କ୍ଷତାକ୍ତ ଜନନୀର ଯନ୍ତ୍ରଣାକୁ ଅନୁଭବ କରୁଥିଲେ…

ବ୍ରଜସୁନ୍ଦର ଦାସ 

~ ବ୍ରଜସୁନ୍ଦର ଦାସ ~ ଲେଖା: ଅମୃତେଶ ଖଟୁଆ “ଅଶରୀରୀ, ସଞ୍ଜ ପବନ ବଂଶଧାରା ନଈ ସେପାରିରୁ ବହି ଆଣୁଛି ତୁମରି ବାଣୀ – ‘ବାବା ସରି ନାହିଁ ତ।’ ନିର୍ଜନ ଏହି ଦି’ ତାଲାର କୋଠରୀ। କାହାର ଏ ସ୍ଵର? ପୁଣି ବାଜୁଛି କାନରେ, ‘ବାବା ସରିନାହିଁ ତ।’ ତୁମେ ତେବେ ଅଛ? କାଲିପରି…

ମୋହନଦାସ ରତିକାନ୍ତ ରାଓ 

~ ମୋହନଦାସ ରତିକାନ୍ତ ରାଓ ~ ଲେଖା: ଅମୃତେଶ ଖଟୁଆ ଅଜସ୍ର କଳା, ସାହିତ୍ୟ, ସଂସ୍କୃତି, ଭାସ୍କର୍ଯ୍ୟ ସହ ଅନନ୍ତ ଐତିହ୍ୟର ପଟ୍ଟଭୂମି ଉପରେ ଅବତିଷ୍ଠିଥିବା ଓଡ଼ିଆ ସଂସ୍କୃତି ମହାଭାରତୀୟତାର ଏକ ଅଭିନ୍ନ ପ୍ରବାହିତ ସ୍ରୋତ। ଐତିହ୍ୟଦୀପ୍ତ ଓଡ଼ିଆ ମାଟିରେ ଯେଉଁ ଯୋଗଜନ୍ମା ମନୀଷୀମାନଙ୍କ ଆବିର୍ଭାବ, ତାହା ଏ ଜାତିର ତ୍ରିଦିବଲୋକକୁ ଋଦ୍ଧିମନ୍ତ କରିଆସିଛି। ହେଲେ…