Physical Address
Sai Samarpanam, Satya Vihar, Bhubaneswar
Physical Address
Sai Samarpanam, Satya Vihar, Bhubaneswar
ଲେଖା: ଦେଵ ତ୍ରିପାଠୀ ~ ଜାତୀୟକବି ବୀରକିଶୋର ଦାସ ~ ୧୯୨୧ ମସିହା । #କଟକ । ଲୋକଙ୍କ ମନରୁ ଲିଭିନି #ଜାଲିଆନାୱାଲାବାଗ ର ଅନିର୍ବଚନୀୟ କରାଳ ଯଜ୍ଞର ଦୃଶ୍ୟ ! କଟକଠାରୁ କେତେ ହଜାର କିଲୋମିଟର ଦୂରର ସେଇ ହୃଦୟଥରା ଦୃଶ୍ୟରେ ଓଡ଼ିଆଙ୍କ ହୃଦୟ ମଧ୍ୟ ହୋଇଥିଲା ବହୁଧା ବିଦୀର୍ଣ୍ଣ ! ସେଭଳି ସନ୍ଧିକ୍ଷଣରେ…
ଲେଖା: ଶିବାଶିଷ ମହାପାତ୍ର “ତୁମେ କେତେଜଣ ଜୀବନକୁ ପାଣି ଛଡାଇ ନଦେଲେ ଚଳିବ କି ? ଦଧିଚିର ହାଡ଼ ଉଜାଡ଼ି ନ ଦେଲେ ଏ ଜାତିର ଭାଗ୍ୟ ଫେରିବ କି ?” ଆଜ୍ଞା ହଁ, ଏଇଟା ଏକ ପ୍ରଶ୍ନ ନୁହଁ ବରଂ ଏକ ଜାତୀୟତାବାଦୀ କବିତାର ଅଂଶ ବିଶେଷ । ଏହି କବିତା ଲେଖିଥିବା କବିଙ୍କୁ…
ଲେଖା: ଅମ୍ରିତେଶ ଖଟୁଆ ଓଡ଼ିଶାର ସ୍ଵାଧୀନତା ସଂଗ୍ରାମ ପର୍ଯ୍ୟାୟ ସହ ଏହାର ସାମାଜିକ ଓ ସାହିତ୍ୟିକ ପଟ୍ଟଭୂମିରେ ଜଣେ ସ୍ଵତନ୍ତ୍ର ବ୍ୟକ୍ତିତ୍ଵ ଥିଲେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜ୍ୟେଷ୍ଠପୁତ୍ର ନିତ୍ୟାନନ୍ଦ ମହାପାତ୍ର। ସାହିତ୍ୟର କର୍ଣ୍ଣଧାର ଯେ ତାଙ୍କ ଲେଖନୀ, ତାଙ୍କ ‘ହିଡ଼ମାଟି’ର ଦେହକୁ ଫୁଟାଇଥିବା କଳିକା ଯେ ତାଙ୍କ ଏକମାତ୍ର ଲେଖନୀ, ତାହା ପାଇଁ ସେ…
ଲେଖା: ଦେଵ ତ୍ରିପାଠୀ “ଗାଅ ସ୍ୱାଧୀନ ଭାରତ, ସ୍ୱାଧୀନ ଭାରତ ସ୍ୱାଧୀନ ସ୍ୱାଧୀନ ସ୍ୱାଧୀନରେ ଗାଏ ସାଗର ଭୂଜର ଅମ୍ବର ଚୁମ୍ବିତ ଭାଲ ହିମାଚଳ ଗିରିବର କମ୍ପିତ ସ୍ୱାଧୀନ ସ୍ୱାଧୀନ ସ୍ୱାଧୀନରେ ।” ଯୁବକଟିଏ । ପ୍ରାଣରେ ପ୍ରାଚୁର୍ଯ୍ୟ, ଛାତିରେ ଉଦ୍ଦାମତା, ମନରେ ଜାତୀୟତାର ଫଲ୍ଗୁ, ନିର୍ଦ୍ଧାରିତ ତା’ର ଜୀବନର ଲକ୍ଷ୍ୟ: ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ…
ଲେଖା: ଦେଵ ତ୍ରିପାଠୀ ସେ ଥିଲା ଯେମିତି ପ୍ରାଗୈତିହାସିକ ଅନ୍ଧକାରର ଯୁଗ । ଚାରିଆଡେ ଦୁର୍ବିସହ ଅଜ୍ଞତା, ବରଫ-ଶୀତଳ ନିଶ୍ଚେତନା, ଶଶକ-ଗୋତ୍ରୀୟ ଭୀରୁତା, ସ୍ଥାଣୁ ଜୀବନ, ନିଶ୍ଚଳ ଅଭିଳାଷର ଅନ୍ଧଗଳି ଭିତରେ ମୁମୂର୍ଷୁ-ପ୍ରାୟ ଜୀଉଁଥିଲେ ଓଡ଼ିଆମାନେ । ମୋଗଲ ଓ ମରହଟ୍ଟାଙ୍କର ଅକଥନୀୟ କଷଣର ତୋଡମାଡରେ ଅଣ୍ଟା ଭାଙ୍ଗି ଯାଇଥିବା ଗୋଟିଏ ଜାତି ନିର୍ଜୀବ,…