Tag ଡଃ କୃଷ୍ଣଚନ୍ଦ୍ର ପାଣିଗ୍ରାହୀ

ସିଦ୍ଧେଶ୍ୱର ମନ୍ଦିର

ଲେଖା: ଦେଵ ତ୍ରିପାଠୀ କଥାରେ ଅଛି, “ସାତଥର ଯିବ ପୁରୀ, ଥରେ ଯାଇଥିବ ରସିକାକଢି ସବୁ ପାପ ଯିବ ଛାଡ଼ି ।।” ଏଇ ଉକ୍ତିରୁ ଜଣାପଡ଼େ ଶ୍ରୀକ୍ଷେତ୍ରଠାରୁ ଏ କ୍ଷେତ୍ରରେ ପୁଣ୍ୟ ଫଳ ଅଧିକ । ଅବଶ୍ୟ ସତକଥା । ହରିଙ୍କ ସହ ହର ପୂଜାପାଉଛନ୍ତି ଏଇ ବିଶେଷ କ୍ଷେତ୍ରରେ । ହରିହରଙ୍କୁ ଏଠାରେ ଖେଚୁଡ଼ିଭୋଗ…