Physical Address
Sai Samarpanam, Satya Vihar, Bhubaneswar
ଲେଖା: ତ୍ରିଲୋଚନ ସ୍ୱାଇଁ ~ ତୃତୀୟଦେବ ଜଗନ୍ନାଥ ମନ୍ଦିର ~ ଓଡ଼ିଶାର ଗୌରବୋଜ୍ବଳ ଇତିହାସକୁ ଦୃଷ୍ଟି ଦେଲେ, ତଥା ଐତିହାସିକ ଦୃଷ୍ଟିକୋଣରୁ ବିଚାର କଲେ, ଓଡ଼ିଶାରେ ଗଙ୍ଗବଂଶୀ ଶାସକଙ୍କ ଶାସନ କାଳକୁ “ସୁବର୍ଣ୍ଣଯୁଗ” କହିଲେ ଅତ୍ୟୁକ୍ତି ହେବ ନାହିଁ l ଗଙ୍ଗବଂଶୀ ଶାସକଙ୍କ ରାଜତ୍ୱ ସମୟରେ ହିଁ ଓଡ଼ିଶାରେ ଅନେକ ଗୁଡ଼ିଏ କାରୁକାର୍ଯ୍ୟପୂର୍ଣ୍ଣ ସୁନ୍ଦର ମନ୍ଦିରମାନ…