Tag ଦୋଳପୂର୍ଣ୍ଣିମା

ଦୋଳ

ଲେଖା: ଶିଶିର ସାହୁ ମନୋଜ ~ ଓଡ଼ିଶାରେ ହୋଲିକା ଦହନ, ହୋଲି, ଚାଚେରୀ ଓ ଦୋଳ ପୂର୍ଣ୍ଣିମା ~ ଆଗେ ଓଡ଼ିଶାରେ ହୋଲିକା ଦହନ ନଥିଲା କିନ୍ତୁ ପଶ୍ଚିମ ଭାରତର ହୋଲିକା ଦହନ ଓଡ଼ିଶାରେ ତଥା ଭାରତର ଅନ୍ୟ କେତେକ ରାଜ୍ୟରେ ପ୍ରଚଳନ ହେଵାରୁ ଏହାକୁ ଉପଲକ୍ଷ୍ୟ କରି ଗୋଟିଏ ନ୍ୟାୟ ସୃଷ୍ଟି ହୋଇଛି ତାହା…

ଦୋଳପୂର୍ଣ୍ଣିମା

ସୌରଭିତ ସୃଷ୍ଟି: କଵି ଵୈକୁଣ୍ଠନାଥ ପଟ୍ଟନାୟକ ସଵୁଜ ଯୁଗର ପ୍ରଖ୍ୟାତ କଵି ଵୈକୁଣ୍ଠନାଥ ପଟ୍ଟନାୟକଙ୍କ କଵିତା “ଦୋଳପୂର୍ଣ୍ଣିମା” ମଧ୍ୟରେ ଚିତ୍ରିତ ହୋଇଅଛି ପୃଥିଵୀର ସବୁଠାରୁ ସୁନ୍ଦର ଋତୁ ଵସନ୍ତ ଋତୁର ଚିତ୍ର ! ଦୋଳ ପର୍ଵ ସହିତ, ହୋଲି ସହ ଵସନ୍ତ ଋତୁ କିପରି ଅଙ୍ଗାଙ୍ଗୀ ଭାବେ ଜଡ଼ିତ ତାହା ଏହି କଵିତା ପାଠକଲେ ହୃଦୟଙ୍ଗମ…

ବଡ଼ଠାକୁରଙ୍କ ଘଣ୍ଟସେବକ

ଲେଖା: ଋଷିରାଜ ପଟ୍ଟନାୟକ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସମସ୍ତ ସେବାୟତ ପୁରୀର ନୁହନ୍ତି। ଯେମିତି ପୁରୀ ବାହାରେ ରହିଛନ୍ତି ବଡ଼ଠାକୁରଙ୍କ ଘଣ୍ଟସେବକ । ସମଗ୍ର ଭଟ୍ଟିମୁଣ୍ଡା ହେଉଛି ସେବକମାନଙ୍କ ଆସ୍ଥାନ। ବର୍ଷସାରା ଶାଳରେ କଂସା-ବାସନ ତିଆରି କରି ଏମାନେ ବିକ୍ରୟ କରିଥା’ନ୍ତି । ଓଡ଼ିଶାର ଏକାଧିକ ଗ୍ରାମ ଯଥା – କଣ୍ଟିଲୋ, ରେମୁଣା, ଭୁବନ ଓ ତରଭା ଆଦି…

ଦୋଳପୂର୍ଣ୍ଣିମା

ଲେଖା: ଶିବାଶିଷ ମହାପାତ୍ର   ବିଶେଷତଃ କଳିଯୁଗେ, ଦୋଳଯାତ୍ରା ବିଧିୟତେଃ । ଫାଲଗୁନସ୍ୟ ଚତୁର୍ଦ୍ଦଶ୍ୟାଃମ୍ ଅଷ୍ଟମେ ନାମସଂଯକଃ ।। (ପଦ୍ମ ପୁରାଣ ) ଦୋଳରେ ଝୁଲିବେ ଭଗବାନ । ଝୁଲନ୍ତି କେତେବେଳେ ? ଯେତେବେଳେ ଶାନ୍ତ ସୁକୁମଳ ପରିବେଶ ଥିବ, ଅବଶ ଶରୀରକୁ ଲୋଟଣି ପାରା ଭଳିଆ ଲେଟେଇ ଦେଇ ଚିନ୍ତା କରୁଥିବେ ଆନନ୍ଦରେ, ତା’…