Tag ଦୋହରା ବିଷୋୟୀ

ଚକରା ବିଷୋୟୀ

ଲେଖା: ସନ୍ତୋଷ ପଟ୍ଟନାୟକ ୧୮୩୬ ମସିହାରେ ଘୁମୁସରର (ଗଞ୍ଜାମ) ରାଜା ଥିଲେ ଧନଞ୍ଜୟ ଭଞ୍ଜ ଏବଂ ତାଙ୍କର ପ୍ରଧାନ ସେନାପତି ଥିଲେ ଦୋହରା ବିଷୋୟୀ। ଧନଞ୍ଜୟ ଭଞ୍ଜ ଇଂରେଜମାନଙ୍କୁ ରାଜସ୍ୱ ପୈଠ ନ କରିବାରୁ ତାଙ୍କୁ ଗାଦିଚ୍ୟୁତ କରିଦିଆଗଲା, ସେତେବେଳେ ଇଂରେଜମାନଙ୍କ ବିରୋଧରେ ଏକ ବିପ୍ଳବ ଆରମ୍ଭ ହୋଇଥିଲା ଏବଂ ଏହାର ନେତୃତ୍ୱ ନେଇଥିଲେ ଦୋହରା…