Physical Address
Sai Samarpanam, Satya Vihar, Bhubaneswar
Physical Address
Sai Samarpanam, Satya Vihar, Bhubaneswar
ସୌରଭିତ ସୃଷ୍ଟି: ନିତ୍ୟାନନ୍ଦ ମହାପାତ୍ର ସିପାହୀବିଦ୍ରୋହର ପୁନଃ ଅଭିନୟ, ଇତିହାସର ପୁନଃ ପାରାୟଣ, ସେଦିନ ବମ୍ବେର ବୁକୁ ଉପରେ ଉନ୍ମାଦନା ସୃଷ୍ଟିକଲା । “ୟୈ କାଲା ହିନ୍ଦୁସ୍ଥାନୀ, ଏଇ କଳା ଭାରତୀୟମାନେ କେବଳ ମରିଜାଣନ୍ତି ଭୋକର ତାଡ଼ନାରେ, କେବଳ ଗୋଲାମୀ କରିଜାଣନ୍ତି ସ୍ବାଚ୍ଛନ୍ଦ୍ୟର ମୋହରେ . . ଶ୍ଵେତାଙ୍ଗର ଆଜ୍ଞାବହ ହୋଇପାରନ୍ତି ଆପଣା ବୀରତ୍ୱର ମୂଲ୍ୟରେ…
ଲେଖା: ନିରଞ୍ଜନ ସାହୁ ୧୯୩୦ ମସିହା ମାର୍ଚ୍ଚ ମାସ ୨୦ ତାରିଖ। ବାଲେଶ୍ଵର ଜିଲ୍ଲାର ଇଞ୍ଚୁଡିରେ ଲୁଣମରା ଅଭିଯାନ । ଶହ ଶହ ସତ୍ୟାଗ୍ରହୀଙ୍କ ମେଳରେ ଜଣେ ୧୮ ବର୍ଷର ବାଳକ । ଇଂରେଜ ଫଉଜର ସାମନା କରି ଗିରଫ ହୋଇଗଲେ। ଜେଲଦଣ୍ଡ ଭୋଗିଲେ ଏକ ବର୍ଷ ପାଇଁ, କଟକ ଜେଲ୍’ରେ ସହବନ୍ଦୀ ଥିଲେ ହରେକୃଷ୍ଣ…
ଲେଖା: ଅମ୍ରିତେଶ ଖଟୁଆ ଓଡ଼ିଶାର ସ୍ଵାଧୀନତା ସଂଗ୍ରାମ ପର୍ଯ୍ୟାୟ ସହ ଏହାର ସାମାଜିକ ଓ ସାହିତ୍ୟିକ ପଟ୍ଟଭୂମିରେ ଜଣେ ସ୍ଵତନ୍ତ୍ର ବ୍ୟକ୍ତିତ୍ଵ ଥିଲେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜ୍ୟେଷ୍ଠପୁତ୍ର ନିତ୍ୟାନନ୍ଦ ମହାପାତ୍ର। ସାହିତ୍ୟର କର୍ଣ୍ଣଧାର ଯେ ତାଙ୍କ ଲେଖନୀ, ତାଙ୍କ ‘ହିଡ଼ମାଟି’ର ଦେହକୁ ଫୁଟାଇଥିବା କଳିକା ଯେ ତାଙ୍କ ଏକମାତ୍ର ଲେଖନୀ, ତାହା ପାଇଁ ସେ…