Tag ନିରାକାରପୁର

କପିଳେଶ୍ଵର ମନ୍ଦିର

ଲେଖା: ରବୀନ୍ଦ୍ର କୁମାର ରଣା ଖୋର୍ଦ୍ଧା ଜିଲ୍ଲାର ନିରାକାରପୁର ରେଳ ଷ୍ଟେସନ ଠାରୁ ମାତ୍ର ୩ କି.ମି. ଦୂର ଡ଼ିଆ ଗ୍ରାମରେ ଅବସ୍ଥିତ ପ୍ରସିଦ୍ଧ କପିଳେଶ୍ଵର ମହାଦେବ ମନ୍ଦିର । ଗାଁ ଠାରୁ ଟିକେ ଦୂରରେ ଏକ ସୁନ୍ଦର ପ୍ରାକୃତିକ ପରିବେଶରେ ଏହି ପ୍ରାଚୀନ ମନ୍ଦିରଟି ଅବସ୍ଥିତ । ମନ୍ଦିର ପରିବେଶ ଯେତିକି ସୁନ୍ଦର ଏହାର…