ଉପସ୍ଥାପନା: ଦେଵ ତ୍ରିପାଠୀ ଦିଗନ୍ତ ବିସ୍ତାରି ପାହାଡ଼ର ପହଣ୍ଡି ‘ଦିଗପହଣ୍ଡି’ । ଦିଗ ଓ ପୁଦିଆ ସର୍ଦ୍ଦାରଙ୍କ କିମ୍ବଦନ୍ତୀର ଗାଁ ଦିଗପହଣ୍ଡି । ‘ଗଙ୍ଗବଂଶାନୁଚରିତମ୍’ (୧୭୫୦)ର ‘ଦିକ୍ […]
ଲେଖା: ଦେଵ ତ୍ରିପାଠୀ ଆମମାଟିର ପ୍ରଥମ ବାରିଷ୍ଟର ବିଶ୍ୱନାଥ ମିଶ୍ର ! ଏ ମାଟିରେ ଜନ୍ମିଥିଲେ ଜଣେ ପ୍ରଚଣ୍ଡ ମାନବବାଦୀ ଦେଶପ୍ରେମୀ, ସଂସ୍କାରକ, ବାଗ୍ମୀ ପଣ୍ଡିତ ତଥା […]
ଲେଖା: ଦେଵ ତ୍ରିପାଠୀ ସେ ଥିଲା ଯେମିତି ପ୍ରାଗୈତିହାସିକ ଅନ୍ଧକାରର ଯୁଗ । ଚାରିଆଡେ ଦୁର୍ବିସହ ଅଜ୍ଞତା, ବରଫ-ଶୀତଳ ନିଶ୍ଚେତନା, ଶଶକ-ଗୋତ୍ରୀୟ ଭୀରୁତା, ସ୍ଥାଣୁ ଜୀବନ, […]
ଲେଖା: ଦେଵ ତ୍ରିପାଠୀ ବିଂଶ ଶତାବ୍ଦୀର ପ୍ରଥମାର୍ଦ୍ଧରେ ଆମ ରାଜ୍ୟର ଜାତୀୟ ଜୀବନରେ ସମାଜସଂସ୍କାର, ଅସ୍ପୃଶ୍ୟତା ନିବାରଣ, ନାରୀଶିକ୍ଷା, ଓଡ଼ିଆ ଭାଷାର ସୁରକ୍ଷା, ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ, […]
ବଙ୍ଗଳା, ବିହାର ଓ ତେଲେଙ୍ଗାମାନଙ୍କର ଓଡ଼ିଆ ଭାଷା ପ୍ରତି ଯେଉଁ ଅସୂୟା ଭାବ ଥିଲା, ତାହାକୁ ସେମାନଙ୍କ ଆଗରେ ବୀରଦର୍ପରେ ବଖାଣିବା ନିମନ୍ତେ ସେ ଓଡ଼ିଆ ଭାଷାର ସ୍ଥାୟିତ୍ୱ ଓ ଅବିନଶ୍ୱର ରୂପକୁ ପ୍ରତିଷ୍ଠିତ କରାଇଥିଲେ । ଏଇ ମାଟିର ଭାଷା ବଦଳରେ ସମ୍ବଲପୁରରେ ହିନ୍ଦୀଭାଷା ଏବଂ ଗଞ୍ଜାମରେ ତେଲୁଗୁଭାଷା ପ୍ରୟୋଗର ଘୋର ବିରୋଧ ତଥା ପତ୍ରିକା ମାଧ୍ୟମରେ ସଂଗ୍ରାମର ବାର୍ତ୍ତାପ୍ରେରଣ କରି ସେ ମଧ୍ୟ ଆକ୍ରୋଶର ଶିକାର ହୋଇଥିଲେ ହୀନମନା ହିନ୍ଦୀଭାଷୀ ଓ ତେଲେଙ୍ଗାମାନଙ୍କର । କେବଳ ଦେଶଗଠନ ପାଇଁ ଯେ ତାଙ୍କର ଭୂମିକା ଥିଲା ଗୁରୁତ୍ଵପୂର୍ଣ୍ଣ ତାହା ନୁହେଁ, ବ୍ରିଟିଶ ସରକାର ବିରୋଧରେ ପତ୍ରିକା ମାଧ୍ୟମରେ ରଣହୁଙ୍କାର ଦେଇ ଓ ଜନଜାଗରଣ ସୃଷ୍ଟି କରି ସେ ବ୍ରିଟିଶ ସରକାରର ବନିଯାଇଥିଲେ ମହାଶତ୍ରୁ . .