Tag ନୀଳାଦ୍ରିବିଜେ

ଦେବଦାସୀ

ଲେଖା: ବନ୍ଧନ ଦଳାଇ ପ୍ରାଚୀନ ପୁରାଣ ଶାସ୍ତ୍ରାଦିରେ ଉଲ୍ଲେଖ ଅଛି ଯେ, ସମଗ୍ର ପୃଥିବୀରେ ଶ୍ରୀପୁରୁଷୋତ୍ତମ ସଦୃଶ ପୂଣ୍ୟ କ୍ଷେତ୍ର ବିରଳ। ଉତ୍କଳ ଭୂଖଣ୍ଡର ରାଷ୍ଟ୍ର ଦେବତା ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଅବସ୍ଥିତି ଯୋଗୁଁ ଏହି କ୍ଷେତ୍ର ଏକ ଆଧ୍ୟାତ୍ମିକ ତୀର୍ଥସ୍ଥଳୀ ଭାବେ ବିଶ୍ୱବ୍ରହ୍ମାଣ୍ଡରେ ସୁପରିଚିତ। ଏପରିକି ଦାରୁବ୍ରହ୍ମସ୍ୱରୁପୀ ଶ୍ରୀଜଗନ୍ନାଥଙ୍କ ଲୀଳାସ୍ଥଳୀ ଶ୍ରୀପୁରୁଷୋତ୍ତମ କ୍ଷେତ୍ର ସର୍ବଜନାଦୃତ ହୋଇ ଅତ୍ୟନ୍ତ…

ବଡ଼ଠାକୁରଙ୍କ ଘଣ୍ଟସେବକ

ଲେଖା: ଋଷିରାଜ ପଟ୍ଟନାୟକ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସମସ୍ତ ସେବାୟତ ପୁରୀର ନୁହନ୍ତି। ଯେମିତି ପୁରୀ ବାହାରେ ରହିଛନ୍ତି ବଡ଼ଠାକୁରଙ୍କ ଘଣ୍ଟସେବକ । ସମଗ୍ର ଭଟ୍ଟିମୁଣ୍ଡା ହେଉଛି ସେବକମାନଙ୍କ ଆସ୍ଥାନ। ବର୍ଷସାରା ଶାଳରେ କଂସା-ବାସନ ତିଆରି କରି ଏମାନେ ବିକ୍ରୟ କରିଥା’ନ୍ତି । ଓଡ଼ିଶାର ଏକାଧିକ ଗ୍ରାମ ଯଥା – କଣ୍ଟିଲୋ, ରେମୁଣା, ଭୁବନ ଓ ତରଭା ଆଦି…

ନୀଳାଦ୍ରିବିଜେ

ଲେଖା: ବନ୍ଧନ ଦଳାଇ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରିସିଦ୍ଧ ରଥଯାତ୍ରାର ଅନ୍ତିମପର୍ବ ହେଉଛି “ନୀଳାଦ୍ରିବିଜେ” । ଗୁଣ୍ଡିଚା ମନ୍ଦିରରେ ନବଦିନାତ୍ମକ ଯାତ୍ରା ସାରି ବାହୁଡା ଦଶମୀ ଦିନ ଠାକୁର ମାନେ ଶ୍ରୀମନ୍ଦିରର ସିଂହଦ୍ୱାରକୁ ଫେରନ୍ତି ରଥ ଉପରେ ସୁନାବେଶ ଓ ଅଧରପଣା ନୀତି ସାରି ପରିଶେଷରେ ଠାକୁରମାନେ ରତ୍ନସିଂହାସନକୁ ପ୍ରତ୍ୟାବର୍ତ୍ତନ କରନ୍ତି, ଏଣୁ ଏହାକୁ ‘ନୀଳାଦ୍ରି ବିଜୟ’ ବା…