Physical Address
Sai Samarpanam, Satya Vihar, Bhubaneswar
ଲେଖା: ଶିଶିର ସାହୁ ମନୋଜ ଓଡ଼ିଶା ତଥା ଏହାର ଵିଚ୍ଛିନ୍ନାଞ୍ଚଳରେ ପିଜୁଳି ଫଳର ସହସ୍ରାଧିକ ନାମ ଚଳୁଅଛି । ପ୍ରତ୍ୟେକ ଜିଲ୍ଲାରେ ପିଜୁଳି ପାଇଁ ଅନ୍ତତଃ ଦୁଇଗୋଟି ନାଆଁ ନିଶ୍ଚୟ ମିଳିଯାଏ । ଧରନ୍ତୁ ଆପଣ ସାରା ଓଡ଼ିଶା ଭ୍ରମଣରେ ବାହାରିଛନ୍ତି ତେଵେ ପ୍ରତ୍ୟେକ ଅଞ୍ଚଳର ଲୋକେ ଆପଣଙ୍କୁ ପିଜୁଳିକୁ ଭିନ୍ନ ଭିନ୍ନ ନାଆଁରେ ଜାଣିଥିଵାର…