Physical Address
Sai Samarpanam, Satya Vihar, Bhubaneswar

ଲେଖା: ଦେଵ ତ୍ରିପାଠୀ କୁଆଁର ପୁନେଇଁ ରାତି ! ଜ୍ୟୋତ୍ସ୍ନା ମାୟାରେ ବର୍ଷାଧୂଆ ଓ କାକରଭିଜା ଧୂଳିକଣା ବିରହିତ ପବନରେ ମନ ଆଜି ମତୁଆଲା ! ଉଚ୍ଚାଟ ଆଜି କୁଆଁରୀ ଝିଅଙ୍କ ମନ ! ଦିଗବଳୟର ମଥାନକୁ ରୂପାଥାଳି ପରି ପୂର୍ଣ୍ଣମୀର ଜହ୍ନ ଉଠିଲା ବେଳକୁ, ଶଂଖ, ହୁଳହୁଳି ଶବ୍ଦରେ ଉଛୁଳିପଡ଼ିବ ଗାଁ ଦାଣ୍ଡ !…

ଲେଖା: ଦେଵ ତ୍ରିପାଠୀ ଆଶ୍ଵିନ ଶୁକ୍ଳପକ୍ଷର ଜ୍ୟୋତ୍ସ୍ନା ମାୟାରେ ବର୍ଷା ଧୂଆ ଓ କାକରଭିଜା ଧୂଳିକଣା ବିରହିତ ପବନ ମଧ୍ୟ ହୋଇ ଉଠେ ମତୁଆଲା, ଆଉ କୁଆଁରୀ ଝିଅଙ୍କ ମନ ହୋଇ ଯାଏ ଉଚ୍ଚାଟ, ସ୍ନାୟୁର ସୌଧ ଯେମିତି ଭାଙ୍ଗି ଭାଙ୍ଗି ଯାଏ, ମନ ଚାହେଁ ଜ୍ୟୋସ୍ନା ପ୍ଲାବିତ, ପୁଲକିତ ରଜନୀ ଉଜାଗର ରହି ବିତାଇବାକୁ…

ଲେଖା: ଦେଵ ତ୍ରିପାଠୀ ପ୍ରଥମ ଜମ୍ବୁଦ୍ଵୀପେ ସାର, ବେଢିଛି ଲବଣ ସାଗର । ତହିଁରେ ରାଜା ତାଳଧ୍ୱଜ, ବହୁତ ଆୟତନ ରାଜ୍ୟ । ବହୁତ ସାଧବ ଅଛନ୍ତି, ବୋଇତ ବାଣିଜ୍ୟ କରନ୍ତି । ତହିଁରେ ଏକ ସାଧବର, ତନୟବନ୍ତ ନାମ ତା’ର । ଝିଅର ନାମ ତଅପୋଇ, ସବୁହୁଁ ଦୁଲଣା ଅଟଇ । ୰ ଗୋପୀନାଥ…