Tag ପୁରୀ ଜିଲ୍ଲାର ଆଞ୍ଚଳିକ ଶବ୍ଦ

ପୁରୀ ଜିଲ୍ଲାର ଆଞ୍ଚଳିକ ଶବ୍ଦ

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ପୁରୀ ଜିଲ୍ଲାର ଆଞ୍ଚଳିକ ଶବ୍ଦ ! ଓଡ଼ିଶାର ସବୁ ଜିଲ୍ଲାର ଶବ୍ଦ ଓ ଶୈଳୀରେ ରହିଛି ନିଆରାପଣ । ସବୁ ଜିଲ୍ଲାର ଶୈଳୀରେ ଏହି ବୈଶିଷ୍ଟ୍ୟ ଯୋଗୁଁ ଓଡ଼ିଆ ଭାଷା ହୋଇଛି ସମୃଦ୍ଧ । ଏଠାରେ ପୁରୀ ଜିଲ୍ଲାର ସେଇଭଳି କିଛି ନିଆରା ଆଞ୍ଚଳିକ ଶବ୍ଦର ସୂଚୀ…