Tag ପ୍ରଥମାଷ୍ଟମୀ

ପ୍ରଥମାଷ୍ଟମୀ

ଲେଖା: ଅଶୋକା ନାୟକ ପ୍ରଥମାଷ୍ଟମୀ ଦିନ ହଳଦୀପତ୍ରରେ ତିଆରି ଏଣ୍ଡୁରି ପାଇଁ ଅଥାର ହାଣ୍ଡି ବସିଥାଏ । ମାଟିହାଣ୍ଡିରେ ପାଣି, କୁଟା, ବାଉଁଶ କଣି ରଖି ତା ଉପରେ ହଳଦୀପତ୍ରର ଏଣ୍ଡୁରି ରଖି ମାଟି ପଲମ ଘୋଡାଇ କାଠଚୁଲିରେ ବସେ ଅଥାର । ଏବେ ବି ଗାଁରେ ଏ ସବୁ ସାମଗ୍ରୀ ମିଳିଯାଉଥିବାରୁ ଅଥାରହାଣ୍ଡି ହେଉଛି…

ଏଣ୍ଡୁରି ପିଠା

ଲେଖା: ଡ. ଜୟଶ୍ରୀ ନନ୍ଦ ~ ଏଣ୍ଡୁରି ପିଠା ~ ଆମ ଓଡ଼ିଆ ଘରେ ବାର ମାସେ ତେର ପରବ। ଆମ ଓଡ଼ିଆ ଘରର ଆରାଧ୍ୟ ଦେବତା ଓ ଶ୍ରୀଜଗନ୍ନାଥ ସଂସ୍କୃତି ଯେମିତି ବିସ୍ତୃତ ଆମ ଓଡ଼ିଆ ଘରର ପରମ୍ପରା ସଂସ୍କୃତି ଠିକ୍ ସେହିପରି ବିସ୍ତୃତ । ପ୍ରତି ଘରେ ଘରେ ଅନେକ ପର୍ବପର୍ବାଣୀ ଆମେ…

ଷଢେ଼ଇକଳା ଓ ଖରସୁଆଁ

ଦୀନବନ୍ଧୁ ମିଶ୍ର ~ ଷଢେ଼ଇକଳା ଓ ଖରସୁଆଁ ମିଶ୍ରଣ ~ ବହୁଵର୍ଷ ଧରି ଓଡ଼ିଶାଵାସୀ ଷଢେ଼ଇକଳା ଓ ଖରସୁଆଁ ମିଶ୍ରଣର ଦାବି ଆଗତ କରି ଆସୁଛନ୍ତି। ଵର୍ତ୍ତମାନ ‘ଵନାଞ୍ଚଳ ରାଜ୍ୟଗଠନ ପ୍ରସଙ୍ଗରେ ଏହି ଦାବୀ ପୁନର୍ଵାର ଉତ୍ଥାପିତ ହୋଇଅଛି । ୧୯୪୭ ମସିହା ଡିସେମ୍ବର ଦଶ ତାରିଖ ଦିନ ସରଦାର ବଲ୍ଲଭଭାଇ ପଟେଲଙ୍କ ଉପସ୍ଥିତିରେ ଗଡଜାତ…

ପ୍ରଥମାଷ୍ଟମୀ

ଲେଖା: ଅକ୍ଷୟ ଓଝା ଉତ୍କଳୀୟ ପରମ୍ପରାରେ ପ୍ରଥମାଷ୍ଟମୀ ପାଳନ ଏକ ସାଂସ୍କୃତିକ ତଥା ସାମାଜିକ ପରମ୍ପରା । ଏହା ପରିବାର, ସମାଜ, ସାମୁହିକ ଭାବରେ ପାଳିତ ହୋଇଥାଏ । ଧନୀଗରିବ ନିର୍ବିଶେଷରେ ସମସ୍ତେ ଏହି ପର୍ବ ପାଳନ କରିଥାନ୍ତି । ଗାଁ ଉତ୍ସବ ମୁଖର ହୁଏ। ଏହିଦିନ ପରିବାରର ଜ୍ୟେଷ୍ଠ ସନ୍ତାନର ସୁଖସମୃଦ୍ଧି ଓ ଦୀର୍ଘଜୀବନ…

ଜାନୁଘଣ୍ଟ

ଉପସ୍ଥାପନା: ଦେଵ ତ୍ରିପାଠୀ “ସାଧୁସନ୍ଥ ଜନଙ୍କର ପରମ କାରଣ ଦୁଷ୍ଟ ଜନଙ୍କର ଗର୍ବର ଗଞ୍ଜନ, ସନ୍ଥ ପ୍ରାଣୀଙ୍କର ଆରତ ତରୁଥିବ  ରାମ ରାମ ବାଇଲେ କି ଛାଡିଯିବ ପାପ ଏ ଘଟରୁ ମୁକ୍ତ କରହେ ପ୍ରଭୁ ରାମ ସଦା ତୁଣ୍ଡେ ନେଉ ଅଛି ତୁମ୍ଭରି ହେ ନାମ ।” ମାଣବସା, ସୁଦଶାବ୍ରତ, ବାଟଓଷା ଭଳି ବ୍ରତ…