Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
ଲେଖା: ଅମ୍ବିକା ପଟ୍ଟନାୟକ ~ ପ୍ୟାରୀମୋହନ ଆଚାର୍ଯ୍ୟ ~ “ରଥେ, ଯେଉଁ କାର୍ଯ୍ୟରେ ପ୍ରବୃତ୍ତ ହୋଇଅଛ, ସେଥିରେ ସାବଧାନ ପୂର୍ବକ କାର୍ଯ୍ୟ କରିବ l ସାକ୍ଷୀମାନେ ଯେମନ୍ତ ଯଥାର୍ଥ ବର୍ଣ୍ଣନା କରନ୍ତି, ସେଥିପ୍ରତି ଚେଷ୍ଟାର ତ୍ରୁଟି କରିବ ନାହିଁ l ସାକ୍ଷୀମାନେ ସତ କହିବେ କି ନାହିଁ ବଡ଼ ସନ୍ଦେହର ବିଷୟ l କମିଶନର ସାହେବଯେ…
ଲେଖା: ଦେଵ ତ୍ରିପାଠୀ “ଉଠ, ଉଠ, ଉଠ ! ପରିହରି ମୋହ ନିଦ୍ରା ଆସ କରି ରଣ ଉତ୍କଳ ତିମିର ସଙ୍ଗେ ହୋଇ ସ୍ଥିର ମନ ।” ଏ ଥିଲା ଏକ ବଜ୍ରନିର୍ଘୋଷ ଜଣେ ୧୯- ବର୍ଷୀୟ ତରୁଣର ! ଅନ୍ୟାୟ ବିରୁଦ୍ଧରେ! ଅସତ୍ୟ ବିରୁଦ୍ଧରେ ! ଅତ୍ୟାଚାରୀ ବ୍ରିଟିଶ ସରକାର ବିରୁଦ୍ଧରେ ! ଭ୍ରଷ୍ଟାଚାରୀ…
ଲେଖା: ନିରଞ୍ଜନ ସାହୁ (ଅନ୍ୟାୟ, ଅସତ୍ୟ ବିରୁଦ୍ଧରେ ସ୍ଵରୋତ୍ତଳନ କରୁଥିବା ଜଣେ ଯୁବକକୁ ପ୍ରଲୋଭନ ଦେଖାଇ ସେଦିନର ଇଂରେଜ ସରକାର ଡେପୁଟି ମାଜିଷ୍ଟ୍ରେଟ ଚାକିରୀ ପାଇଁ ମନୋନୀତ କରିଥିଲେ । ସେହି ଯୁବକର ଉତ୍ତର ଥିଲା, “ମୋତେ ଯଦି ବଡ଼ଲାଟ୍ କରାଯାଏ, ତାକୁ ମଧ୍ୟ ଗ୍ରହଣ କରିବାକୁ ମୁଁ ପ୍ରସ୍ତୁତ ନୁହେଁ ।” ଏହା ଥିଲା…
ଲେଖା: ନିରଞ୍ଜନ ସାହୁ ~ ସଂଗ୍ରାମୀ ସାରସ୍ଵତସାଧକ ପୁସ୍ତକ ପ୍ରକାଶକ ଖାଣ୍ଟି ଓଡିଆ ପଣ୍ଡିତ ଗୋବିନ୍ଦ ରଥ ~ ଉନବିଂଶ ଶତାବ୍ଦୀର ଶେଷ ଦଶନ୍ଧି ସମୟରେ ଓଡ଼ିଶାରେ ବ୍ରିଟିଶ ଶାସନର ଏକ ଘଟଣା। ଅଖଣ୍ଡ କ୍ଷମତାର ଅଧିକାରୀ କମିଶନର ମାନେ। ଥରେ କଟକର କମିଶନର କାର୍ଯ୍ୟକ୍ରମ ରଖିଥିଲେ ବାଙ୍କୀ ବାଟେ ଖୋର୍ଦ୍ଧା ଯିବା ପାଇଁ। କଟକରୁ…
ଲେଖା: ଅମୃତେଶ ଖଟୁଆ ~ କାବ୍ୟତୀର୍ଥ ବାଣୀଭୂଷଣ : ମୃତ୍ୟୁଞ୍ଜୟ ରଥ ~ କରିଛ ତୁମ୍ଭେ ନବ ସ୍ବର୍ଗ-ପ୍ରବାସ, ଅନୁସରନ୍ତି ସୁଖେ ଅଛି କି ଆଶ ! ମାତ୍ର ଏ ଜନେ ସିନା ଭୁଞ୍ଜିବେ ଦୁଃଖ, ତୁମ୍ଭ ଆୟତ୍ତ ଯେଣୁ ସବୁରି ସୁଖ।” (କୁମ୍ଭାରସମ୍ଭବମ୍, ଚତୁର୍ଥ ସର୍ଗ : ଅନୂଦିତ – ମୃତ୍ୟୁଞ୍ଜୟ ରଥ )…