Physical Address
Sai Samarpanam, Satya Vihar, Bhubaneswar

ସୌରଭିତ ସୃଷ୍ଟି: ବଳରାମ ଦାସ କବି ବାଲ୍ମୀକି ପ୍ରଭୁ ରାମଚନ୍ଦ୍ରଙ୍କର ଜୀବନ କାହାଣୀକୁ ନେଇ ସଂସ୍କୃତରେ ସାତଖଣ୍ଡ ରାମାୟଣ ଲେଖିଲେ। ଏହି ସଂସ୍କୃତ କାହାଣୀକୁ ପଢି ବୁଝି ଜଗନ୍ନାଥ ଦାସଙ୍କ ସାଙ୍ଗ ବଳରାମ ଦାସ ଓଡ଼ିଆମାନଙ୍କ ପାଇଁ ଓଡ଼ିଆ ଭାଷାରେ ଲେଖିଦେଲେ ରାମଚନ୍ଦ୍ରଙ୍କର ଜୀବନ କଥା। ଲେଖୁ ଲେଖୁ କିଛି ନୂଆ କଥା ବି ଖଞ୍ଜିଦେଲେ।ତାହା ହିଁ ତାଙ୍କର ମୌଳିକତା…