Physical Address
Sai Samarpanam, Satya Vihar, Bhubaneswar
ଲେଖା: ଦେଵ ତ୍ରିପାଠୀ ପର୍ତ୍ତୁଗୀଜ ମୁଦ୍ରାରେ ବଡଦେଉଳ ! ଗର୍ବ ଓ ଗୌରବର କଥା ! ସ୍ଵର୍ଣ୍ଣପ୍ରସୁ ଓଡ଼ିଶାକୁ ବ୍ରିଟିଶ ଓ ଅନ୍ୟ ୟୁରୋପୀୟମାନଙ୍କ ଆଗମନର ବହୁ ପୂର୍ବରୁ (ପ୍ରାୟତଃ ୧୫୧୪ ଖ୍ରୀଷ୍ଟାବ୍ଦ) ପର୍ତ୍ତୁଗୀଜମାନେ ପ୍ରବେଶ କରି ସାରିଥିଲେ । ତେବେ ତତ୍କାଳୀନ ନବାବ ମୁତାକଦ ଖାଁଙ୍କ ଠାରୁ ଅନୁମତି ପାଇ ବିଧିବଦ୍ଧ ଭାବରେ ୧୬୩୬ ସାଲରେ…
ଲେଖା: ଦେଵ ତ୍ରିପାଠୀ ~ ଚିତାଲାଗି ଅମାବାସ୍ୟା ~ କାଇଁ କେଉଁ ଯୁଗରୁ ମନୁଷ୍ୟ ବିରାଟ, ଭୟଙ୍କର, କ୍ଷତିକାରୀ ଓ ଉପକାରୀ ପଦାର୍ଥ ଅବା ଜୀବଜନ୍ତୁଙ୍କର ପୂଜା କରିଆସୁଛି । ଗୋରୁଗାଈ, ହାତୀ, ସାପ, ମାଛଶୁଖୁଆ, ବିଲେଇ, ଗେଣ୍ଡା ସଭିଙ୍କୁ ପୂଜା କରି ଶିଖିଛି । ଆଜି ଏସବୁକୁ ଆଧୁନିକ ଜନସମାଜ ସିନା ହସି ଉଡ଼ାଇଦିଏ,…
ଲେଖା: ଶ୍ରୀପୁରୁଷୋତ୍ତମ କାର୍ତ୍ତିକ ମାସରେ ଶ୍ରୀଜୀଉମାନଙ୍କ ଅତ୍ୟନ୍ତ ସୁନ୍ଦର ଓ ଆକର୍ଷଣୀୟ ରାଧାଦାମୋଦର ବେଶ ହୋଇଥାଏ। ଏହି ବେଶରେ ମହାପ୍ରଭୁଙ୍କୁ ଏକ ବିଶେଷ ଭୋଗ ଲାଗିଥାଏ ଯାହା ବାଳଧୂପ ବା ବାଳଭୋଗ ନାମରେ ପରିଚିତ। ସକାଳଧୂପ ପରେ ବାଳଧୂପ ନୀତିରେ ସାଧାରଣତଃ କୋରା, ଦୋଭଜା, ଲିଆ, ଅଦା, ଖଇ, ନଡିଆ, ଖୁଦି, ଚାଉଳିଆ, ସେଓ, କମଳା,…
ଲେଖା: ବନ୍ଧନ ଦଳେଇ ~ ବାହୁଡ଼ା ଯାତ୍ରା ଓ ସୁନାବେଶ ~ ଆଷାଢ଼ ଶୁକ୍ଳପକ୍ଷ ଦଶମୀ ବା ବାହୁଡ଼ା ଦଶମୀ । ମହାପ୍ରଭୁ ରଥରେ ଗୁଣ୍ଡିଚାଘରୁ ବଡ଼ଦେଉଳକୁ ଫେରିବେ, ଶ୍ରୀବିଗ୍ରହମାନଙ୍କର ଫେରନ୍ତା ରଥଯାତ୍ରାକୁ ବାହୁଡା଼ ଯାତ୍ରା ଅବା #ଦକ୍ଷିଣାଭିମୁଖୀ ଯାତ୍ରା ମଧ୍ୟ କୁହାଯାଏ। ସ୍କନ୍ଧ ପୁରାଣର ଉତ୍କଳ ଖଣ୍ଡରେ ଉଲ୍ଲେଖ ଅଛି – “ନବମ୍ୟା ବାସୟେଦ୍ଦେବାନ୍…
ଲେଖା: ସୁଚେତା ପ୍ରଧାନ ଅନେକ ଦିନ ତଳର କଥା। ଜଗନ୍ନାଥଙ୍କ ସେବକ ବଡପଣ୍ଡା ଠାକୁରଙ୍କର ବଡ ସେବକ। ନୈଷ୍ଠିକ ବ୍ରାହ୍ମଣ ସେ। ତାଙ୍କ ଚଳୁରେ ଜଗନ୍ନାଥ ଦେଖାଯାଆନ୍ତି। ତେବେ ଯାଇ ଭୋଗ ଲାଗେ। ଦିନ ଗଡି ଚାଲେ। ବଡ ପଣ୍ଡାଏ କ୍ରମେ ବୟସ ଭାରରେ ନଇଁ ପଡିଲେ। ବଡ ଦେଉଳକୁ ଯିବା ଆସିବା କଷ୍ଟକର ହେଲା।…
ଲେଖା: ଦେଵ ତ୍ରିପାଠୀ ଓଡ଼ିଶାରେ ଅସରନ୍ତି ପର୍ବପର୍ବାଣୀ, ଦାରିଦ୍ର୍ୟ ସତ୍ତ୍ଵେ ସେସବୁ ପର୍ବପର୍ବାଣୀକୁ ନିଷ୍ଠା ଓ ପବିତ୍ରତା ସହିତ ପାଳିବାରେ କୁଣ୍ଠା କରେନି ଓଡିଆଣୀ । ଅଧିକାଂଶ ପର୍ବପାଳନ ହୁଏ ପରିବାରର ମା’ମାନଙ୍କ ଦ୍ଵାରା । ପର୍ବାଣୀ ଗୁଡିକରେ ପୂଜାଉପଚାର ଯେପରି ଭିନ୍ନ, ସେହି ଅବକାଶରେ ପ୍ରସ୍ତୁତ ଖାଦ୍ୟସାମଗ୍ରୀ ମଧ୍ୟ ସ୍ବତନ୍ତ୍ର । ଓଡ଼ିଆଙ୍କ ଇଷ୍ଟଦେବ…